Posted inଜାତୀୟ

ସାଉଥ ନାଭାଲ କମାଣ୍ଡ ପରିଦର୍ଶନ କରିବେ ରାଷ୍ଟ୍ରପତି

ଥିରୁଭାନନ୍ତପୁରମ୍‌,୨୨।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତରେ ସେଠାରେ ସେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ମିଳିଛି । ତେବେ ରାଷ୍ଟ୍ରପତି ବୁଧବାର ସାଉଥ ନାଭାଲ କମାଣ୍ଡ ପରିଦର୍ଶନ କରିବେ ।ଏ ନେଇ ରାଷ୍ଟ୍ରପତି ଭବନରୁ ସୂଚନା ମିଳିଛି ।

ମଙ୍ଗଳବାର କେରଳ ରାଜ୍ୟପାଳ ଅରିଫ ମହମ୍ମଦ ଖାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସ୍ବାଗତ କରିଥିଲେ। କେରଳ ଗସ୍ତର ପ୍ରଥମ ଦିନରେ ସେ କେରଳର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପଞ୍ଚମ ସମାରୋହକୁ ମଧ୍ୟ ସମ୍ବୋଧିତ କରିଛନ୍ତି । ଗସ୍ତର ପ୍ରଥମ ଦିନରେ ସେ କେରଳ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ପଞ୍ଚମ ସମାରୋହକୁ ସମ୍ବୋଧିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri