ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୭କୁ ବୃଦ୍ଧି ପାଇଛି। କେବଳ କେନ୍ଦ୍ରାପଡା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...
ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...
ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...
ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଭାବରେ ପୋର୍ଟ ଲୁଇସ୍ (ମରିସସ୍ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...
ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...
ଓ୍ବାଶିଂଟନ୍,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...
ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...
ଭୁବନେଶ୍ୱର, ୨୦।୧୨(ସୁନିତ୍ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...