Posted inଖେଳ

ବଡ଼ ବିପର୍ଯ୍ୟୟ ଦେଖିଲା ଟିମ୍‌ ଇଣ୍ଡିଆ

ସେଞ୍ଚୁରିଆନ,୨୮।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ତଥା ସେଞ୍ଚୁରିଆନ ଟେଷ୍ଟରେ ଟିମ୍‌ ଇଣ୍ଡିଆକୁ ପ୍ରଥମ ଇନିଂସରେ ବଡ଼ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡ଼ିଛି। ପ୍ରଥମ ଦିନ ଶେଷ ସୁଦ୍ଧା ୩ ଉଇକେଟ ହରାଇ ୨୭୨ ରନ୍‌ କରିଥିବା ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ବ୍ୟାଟିଂ ଆରମ୍ଭ କରିଥିଲା ତୃତୀୟ ଦିନରେ। ଶତକ ହାସଲକାରୀ ଲୋକେଶ ରାହୁଲ (୧୨୩) ଓ ଅଜିଙ୍କ୍ୟ ରାହାନେ (୪୮)ଙ୍କ ଯୋଡ଼ି ପୂର୍ବ ଦିନର ଦଳୀୟ ସ୍କୋରରେ ୬ ରନ୍‌ ଯୋଡ଼ିବା ପରେ ଆରମ୍ଭ ହୋଇଥିଲା ବିପର୍ଯ୍ୟୟ। ମାତ୍ର ୪୯ ରନ୍‌ ମଧ୍ୟରେ ଦଳ ତା’ର ବଳାକା ୭ ଉଇକେଟ ହରାଇ ୩୨୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ଟିମ୍‌ ଇଣ୍ଡିଆ ପାଇଁ ଅନ୍ୟତମ ବିପର୍ଯ୍ୟୟ। ଏଭଳି ବିପର୍ଯ୍ୟୟ ପଛରେ ଲୁଙ୍ଗି ଏନ୍‌ଗିଡି ଏବଂ କାଗିସୋ ରବାଡା। ଦୁହେଁ ୯ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ ଯାଇପାରିବ କି ଚେନ୍ନାଇ ସୁପର କିଙ୍ଗ୍ସ: କ’ଣ କହୁଛି ସମୀକରଣ ଜାଣନ୍ତୁ

ଧର୍ମଶାଳା,୫।୫:ଆଇପିଏଲ୍‌ ୨୦୨୪ରେ ପ୍ଲେ ଅଫ ର ସମୀକରଣ ସ୍ପଷ୍ଟ ହେବାରେ ଲାଗିଛି। ରବିବାର ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି,...

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨...

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି।...

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି...

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ...

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri