ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିବା ପରେ ବଢ଼ିଛି। ଗତ ୨୪ ଘଣ୍ଟାରେ ୯ ହଜାର ୧୯୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୦୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୭ ହଜାର ୩୪୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୭ ହଜାର ୨ ରହିଛି।

ସାପ୍ତାହିକ ପଜିଟିଭ୍‌ ହାର ୦.୬୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୭୯ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୦ ହଜାର ୨୯୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୪୩ କୋଟି ୧୫ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୫୧ ହଜାର ୨୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୭ କୋଟି ୫୨ ଳକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri