Posted inଖେଳ

ଶତକ ଅପେକ୍ଷାରେ ଶେଷ ହେଲା ଦ୍ୱିତୀୟ ବର୍ଷ

ସେଞ୍ଚୁରିଆନ,୨୯।୧୨: ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି ବିନା କୌଣସି ଅନ୍ତର୍ଜାତୀୟ ଶତକରେ ୨୦୨୧ ବର୍ଷ ଶେଷ କରିଛନ୍ତି। କ୍ରମାଗତ ଦ୍ୱିତୀୟ ଥର ପାଇଁ ଗୋଟିଏ ବର୍ଷରେ ଥରେ ହେଲେ ତିନି ସଂଖ୍ୟା ବିଶିଷ୍ଟ ସ୍କୋର ଛୁଇଁପାରି ନାହାନ୍ତି କୋହଲି। ୨୦୨୦ରେ ମଧ୍ୟ ସେ ଅନ୍ତର୍ଜାତୀୟ କ୍ରିକେଟରେ ଶତକ ହାସଲ କରିପାରି ନ ଥିଲେ। ୨୦୧୯ରେ ବାଂଲାଦେଶ ବିପକ୍ଷ ଦିବାରାତ୍ର ଟେଷ୍ଟରେ କୋହଲି ହାସଲ କରିଥିଲେ ଅନ୍ତିମ ତଥା ୭୦ତମ ଶତକ।

ବର୍ଷର ଶେଷ ତଥା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ୧୮ ରନ୍‌ କରି ଆଉଟ୍‌ ହୋଇଥିଲେ। ପ୍ରଥମ ପାଳି ଭଳି ଦ୍ୱିତୀୟ ଇନିଂସରେ ମଧ୍ୟ ଅଫ୍‌ ଷ୍ଟମ୍ପର ଖୁବ ବାହାର ବଲକୁ କଭର ଡ୍ରାଇଭ କରିବାକୁ ଯାଇ ଧରାପଡ଼ିଥିଲେ ଉଇକେଟ ପଛରେ। ଗତ ଦୁଇ ବର୍ଷ ହେଲା କୋହଲି କ୍ୟାରିୟରର ୭୧ତମ ଅନ୍ତର୍ଜାତୀୟ ଶତକ ଅପେକ୍ଷାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ପସନ୍ଦ କରନ୍ତି ଅଷ୍ଟ୍ରେଲିଆ ଅଧିନାୟକ: ନା କରିବା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୫: ନିକଟରେ ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପ୍ୟାଟ କମିନ୍ସଙ୍କ ଅଧିନାୟକ ସନରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା।...

ଲାଇଭ୍‌ ମ୍ୟାଚ୍‌ରେ ସଞ୍ଜୁଙ୍କ ସହ ହେଲା ଧୋକା!ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୮।୫: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଏକ ଚମତ୍କାର ଇନିଂସ ଖେଳିଥିଲେ। ତେବେ ସଞ୍ଜୁ ରାଜସ୍ଥାନକୁ ନିଜ...

ଆଜି ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ

ପ୍ୟାରିସ୍‌, ୮ା୫ : ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ...

ସୂର୍ଯ୍ୟ ୩ନଂ.ରେ ଖେଳିବା ଉଚିତ: ଲାରା

ନୂଆଦିଲ୍ଲୀ, ୮।୫ : ଆସନ୍ତା ମାସରେ ହେବାକୁ ଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସୂର୍ଯ୍ୟକୁମାର ଭାରତୀୟ ବ୍ୟାଟିଂ କ୍ରମରେ ୩ ନମ୍ବରରେ ଆସିବା ଉଚିତ ବୋଲି...

‘ଟି୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତଙ୍କୁ ବିଶ୍ରାମ ଆବଶ୍ୟକ’

ମୁମ୍ବାଇ, ୮ା୫ : ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ଟି୨୦ ବିଶ୍ୱକପ୍‌ ପୂର୍ବରୁ ବିଶ୍ରାମ ଆବଶ୍ୟକ ବୋଲି ମତ ଦେଇଛନ୍ତି ପୂର୍ବତନ ଅଷ୍ଟ୍ରେଲୀୟ...

ଓଡ଼ିଶାର ଜୁଲି, ପ୍ୟାରୀ, ଲିନ୍‌ଡା ସାମିଲ

ନୂଆଦିଲ୍ଲୀ, ୮।୫: ତାସକେଣ୍ଟଠାରେ ମେ’ ୩୧ ଓ ଜୁନ୍‌ ୪ରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ଉଜ୍‌ବେକିସ୍ତାନ ବିପକ୍ଷରେ ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ।...

‘ବିରାଟ କି ବୁମ୍‌ରା ନୁହନ୍ତି, ଟିମ୍‌ ଇଣ୍ଡିଆକୁ ବିଶ୍ୱକପ୍‌ ଜିତାଇବେ ଏହି ୨ ଖେଳାଳି ’

ନୂଆଦିଲ୍ଲୀ,୭।୫:ଆଇପିଏଲ୍‌ ପରେ ଟି୨୦ ବିଶ୍ୱକପ୍‌ ହେବାକୁ ଯାଉଛି। ୨ ଜୁନ୍‌ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି...

VIDEO: ଶାହାରୁଖ ଖାନ୍‌ଙ୍କୁ ଦେଖି ଖୁସିରେ ନାଚି ଉଠିଲେ ପୃଥ୍ବୀ ଶ’ଙ୍କ ପ୍ରେମିକା, କଲେ ଏଭଳି…

ନୂଆଦିଲ୍ଲୀ,୭।୫: ଆଇପିଏଲ୍‌ର କିଛି ଟିମ୍‌ର ମାଲିକ ହେଉଛନ୍ତି ସେଲିବ୍ରିଟି। ଏଣୁ ଉକ୍ତ ଦଳର ମ୍ୟାଚ୍‌ ସମୟରେ କଳାକାରଙ୍କୁ ଦେଖିବାକୁ ମିଳିଥାଏ। ପଞ୍ଜାବରୁ ପ୍ରିତି ଜିଣ୍ଟା ହୁଅନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri