ଗୋଟିଏ ୨୦୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୬୫ ପଇସା କମିଛି

ନୂଆଦିଲ୍ଲୀ,୧୦-୭: ଗତ ଆର୍ଥିକ ବର୍ଷ ୨୦୧୮-୧୯ରେ ଗୋଟିଏ ୨୦୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୧୮.୪% ଅର୍ଥାତ୍‌ ୬୫ ପଇସା କମିଛି ବୋଲି ସରକାରୀ ତଥ୍ୟରୁ ଜଣାପଡିଛି। ରାଜ୍ୟ ସଭାରେ ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ, ୨୦୧୬ ନଭେମ୍ବରରେ ଦେଶରେ ପ୍ରଚଳନ ହୋଇଥିବା ୨୦୦୦ ଟଙ୍କିଆ ନୋଟ୍‌କୁ ଆର୍‌ବିଆଇର ଏକ ସହଯୋଗୀ ଭାରତୀୟ ରିଜର୍ଭ ବ୍ୟାଙ୍କ ନୋଟ୍‌ ମୁଦ୍ରଣ ପ୍ରାଇଭେଟ ଲିମିଟେଡ ଦ୍ୱାରା ଛାପାଯାଉଛି। ୨୦୧୭-୧୮ରେ ଗୋଟିଏ ନୋଟ୍‌ର ଛାପା ଖର୍ଚ୍ଚ ୪.୧୮ ଟଙ୍କା ଥିଲା ବେଳେ ୨୦୧୮-୧୯ରେ ଏହା ୩.୫୩ ଟଙ୍କାକୁ ହ୍ରାସ ପାଇଛି। କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲିଖିତ ଜବାବରେ କହିଛନ୍ତି ଯେ, ଗୋଟିଏ ୫୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୨୦୧୭-୧୮ରେ ୨.୩୯ ଟଙ୍କା ଥିଲା ବେଳେ ଗତବଷର୍ର୍ ଏହା ୨.୧୩ ଟଙ୍କାକୁ, ୨୦୦ ଟଙ୍କିଆ ନୋଟ୍‌ ପାଇଁ ୨.୧୫ ଟଙ୍କା ଖର୍ଚ୍ଚ ହେଉଛି। ୨୦୧୭-୧୮(ଜୁଲାଇରୁ ଜୁନ୍‌)ରେ ନୋଟ୍‌ ଛାପା ବାବଦରେ ୭୯୬୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା ବେଳେ ୨୦୧୬-୧୭ରେ ଏହା ୪୯୧୨ କୋଟି ଟଙ୍କା ଥିଲା ବୋଲି ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri