Posted inଫୁରସତ

ଗୁଗ୍‌ଲ ମ୍ୟାପ ଦେଖି ଗଛ ଉପରେ କାର୍‌ ଚଢ଼ାଇ ଦେଲେ ଯୁବକ

ଲୋକମାନେ ସାଧାରଣତଃ ଗୁଗ୍‌ଲ ମ୍ୟାପ୍‌ ବ୍ୟବହାର କରନ୍ତି। ନିଶ୍ଚିତ ଭାବରେ ଗୁଗ୍‌ଲ ମ୍ୟାପ ଅନେକ ଲୋକଙ୍କ ରାସ୍ତା ସହଜ କରିଥାଏ। କିନ୍ତୁ ବେଳେବେଳେ ଏହି ଗୁଗ୍‌ଲ ମ୍ୟାପ୍‌ ଯୋଗୁ ଅନେକ ବିସ୍ମୟକର ଘଟଣା ଘଟିଥାଏ। ବାସ୍ତବରେ, ଘାନାର ଜଣେ ବ୍ୟକ୍ତି ଗୁଗ୍‌ଲ ମ୍ୟାପ ଦେଖି ଏକ ଗଛ ଉପରେ ଗାଡ଼ି ଚଢ଼ାଇ ଦେଇଛନ୍ତି। ବର୍ତ୍ତମାନ ଏହି ଘଟଣାକୁ ସେ ସୋସିଆଲ ମିଡିଆରେ ଲୋକଙ୍କ ସହ ଶେୟାର କରିଛନ୍ତି ।

ସୋସିଆଲ ମିଡିଆରେ ଏହି ଅନନ୍ୟ ଘଟଣା ଶେୟାର କରିଥିବା ବ୍ୟକ୍ତିଙ୍କ ନାମ ହେଉଛି ଆଲଫ୍ରେଡ୍‌। ସେ କହିଛନ୍ତି, ଏହି ଗୁଗ୍‌ଲ ମ୍ୟାପ ଉପରେ ନିର୍ଭର କରିବା ସେ ବନ୍ଦ କରିଦେବେ। କାରଣ ରାସ୍ତା ପାଇବା ପାଇଁ ସେ ଗୁଗ୍‌ଲ ମ୍ୟାପ ବ୍ୟବହାର କରିଥିଲେ। ମ୍ୟାପର ସୂଚନାନୁଯାୟୀ,ସେ ଗାଡ଼ି ଚଳାଉଥିଲେ। ଶେଷରେ ମ୍ୟାପ୍‌ ସୂଚାଉଥିବା ରାସ୍ତା ନୁହେଁ, ଜଙ୍ଗଲ ଥିଲ। ଫଳରେ ସେ କାର୍‌ଟିକୁ ଗଛ ଉପରେ ଚଢ଼ାଇଦେଇଥିଲେ। ସୋସିଆଲ ମିଡିଆରେ ପୂରା ଘଟଣାବଳୀ ଶେୟାର କରିବା ପରେ ୟୁଜରମାନେ ଏହି ଘଟଣାକୁ ନେଇ ଅନେକ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ମୁଁ ଗୁଗ୍‌ଲ ମ୍ୟାପ ବ୍ୟବହାର କରି ଏମିତି ଭୁଲ୍‌ କରିବି ନାହିଁ। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, ମୋ’ର ଏହି ମ୍ୟାପ୍‌ ଉପରେ ଭରସା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri