Posted inଜାତୀୟ

ମହାରାଷ୍ଟ୍ରରେ କରୋନା ବିସ୍ଫୋରଣ: ୧୦ ମନ୍ତ୍ରୀ, ୨୦ ବିଧାୟକ ସଂକ୍ରମିତ

ମୁମ୍ବାଇ,୧ ।୧: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବେକାବୁ ହେବାରେ ଲାଗିଛି । ଅନ୍ୟପଟେ ଓମିକ୍ରନ୍ ବି ଦ୍ରୁତ ବେଗରେ ମାଡି ଚାଲିଛି । ଶନିବାର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ ୧୦ ମନ୍ତ୍ରୀ ଓ ୨୦ ବିଧାୟକ କରୋନାରେ ସଂକ୍ରମିତ ହୋଇଛନ୍ତି । ଏପଟେ ରାଜ୍ୟରେ ଏବେସୁଦ୍ଧା ୪୫୪ ଓମିକ୍ରନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ରବିବାର ଏହି ସଂକ୍ରମଣକୁ ନେଇ ଟାସ୍କ ଫୋର୍ସ ସହ ବୈଠକ ହେବ । ମହାରାଷ୍ଟ୍ରର ସ୍ୱାସ୍ଥ୍ୟ ସଚିବ ପ୍ରଦିପ ବ୍ୟାସ ଡିଭିଜନାଲ କମିଶନର ଓ କଲେକ୍ଟରଙ୍କୁ ପତ୍ର ଲେଖି କରୋନାର ତୃତୀୟ ଲହରକୁ ହାଲକା ଭାବେ ନ ନେବାକୁ କହିଛନ୍ତି । ସେ କହିଛନ୍ତି କରୋନା ସଂକ୍ରମିତଙ୍କର ଜେନମ ସିକ୍ୟୁଏନସିଂ କରାଯାଉଛି ଏଥିରୁ ୭୦ ପ୍ରତିଶତ ଡେଲ୍ଟା ଭାରିଏଣ୍ଟ ଥିବା ଜଣାପଡିଛି । ସ୍ୱାସ୍ଥ୍ୟ ସଚିବ ଆହୁରି ମଧ୍ୟ କହିଛନ୍ତି ଯଦି ତୃତୀୟ ଲହରରେ ୧ ପ୍ରତିଶତ ମୃତ୍ୟୁ ହେବ ତେବେ ବି ୮୦ହଜାର ଲୋକଙ୍କ ଜୀବନ ଯିବାର ଆଶଙ୍କା ରହିଛି । ତେଣୁ ସତର୍କତା ଜରୁରୀ । ଏହାସହ ମନ୍ତ୍ରୀ ଓ ବିଧାୟକ ସଂକ୍ରମିତ ହେବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri