Posted inଖେଳ

ଭାରତକୁ ବଡ଼ ଝଟ୍‌କା

ଜୋହାନ୍ସବର୍ଗ,୨।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ ପୂର୍ବରୁ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ଆହତ ଯୋଗୁ ଏହି ମ୍ୟାଚ୍‌ ଅଧିନାୟକ ବିରାଟ କୋହଲି ଖେଳିବେ ନାହିଁ ବୋଲି ଜଣାପଡିଛି। ତାଙ୍କ ସ୍ଥାନରେ କେ.ଏଲ ରାହୁତ ଭାରତୀୟ ଦଳର ନେତୃତ୍ୱ ନେଉଛନ୍ତି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। କୋହଲିଙ୍କ ପିଠିରେ ଯନ୍ତ୍ରଣା ଥିବାରୁ ସେ ଏହି ମ୍ୟାଚ୍‌ ଖେଳୁ ନ ଥିବା ରାହୁଲ କହିଛନ୍ତି। କୋହଲିଙ୍କ ପାଇଁ ଏହି ମ୍ୟାଚ୍‌ ଖାସ୍‌ ଥିଲା କାରଣ ଏହା ତାଙ୍କୁ ୯୯ତମ ମ୍ୟାଚ୍‌ ଥିଲା। ସେପଟେ କୋହଲିଙ୍କ ସ୍ଥାନରେ ଅଧିନାୟକ ଦାୟିତ୍ୱ ନେଇଥିବା ରାହୁଲ ଭାରତର ୩୪ତମ ଟେଷ୍ଟ ଅଧିନାୟକ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

First Banknote: କେଉଁ ଦେଶରେ ତିଆରି ହୋଇଥିଲା ବିଶ୍ୱର ପ୍ରଥମ ନୋଟ୍, ଜାଣନ୍ତୁ କିଏ …

ଆଜିକା ସମୟରେ ଯେତେବେଳେ ଆମେ ଟଙ୍କା ବିଷୟରେ ଚିନ୍ତା କରୁ, କାଗଜ ମୁଦ୍ରା ବହୁତ ସାଧାରଣ ମନେହୁଏ। କିନ୍ତୁ ଧାତୁ ମୁଦ୍ରା ବଦଳରେ କାଗଜ ବ୍ୟବହାର...

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri