ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୪କୁ ବୃଦ୍ଧି ପାଇଛି। ମୃତକ ବାଲେଶ୍ୱର ଜିଲାର। ତେବେ ଆଜି ରାଜ୍ୟରେ ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୪କୁ ବୃଦ୍ଧି ପାଇଛି। ମୃତକ ବାଲେଶ୍ୱର ଜିଲାର। ତେବେ ଆଜି ରାଜ୍ୟରେ ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
