୨୦୦ ଫୁଟ ତଳକୁ ଖସିଲା ପିକ୍‌ନିକ୍‌ ଗାଡ଼ି

ରାଇକିଆ,୪।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ କରଡା ଘାଟିରେ ମଙ୍ଗଳବାର ଏକ ଅଘଟଣା ଘଟିଛି। ପିକ୍‌ନିକ୍‌ ଯାଉଥିବା ଏକ ଜାଇଲୋ କାର ଘାଟିରେ ଭାରସାମ୍ୟ ହରାଇ ୨୦୦ ଫୁଟ ତଳକୁ ଖସି ପଡିଛି। ଫଳରେ କାରରେ ଥିବା ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। କାରରେ ଥିବା ସମସ୍ତଙ୍କ ଘର ରାଇକିଆ ଥାନା ଗୁମାମହା ପଞ୍ଚାୟତ ଭାଲିଆପଡ଼ା ଗ୍ରାମର। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧର କରି ରାଇକିଆ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଫୁଲବାଣୀ ଏବଂ ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଭାଲିଆପ ଗାଁର ୧୦ ଜଣ ଯୁବକ ଏକ ଜାଇଲୋ କାରରେ ପିକ୍‌ନିକ କରିବାକୁ ଗଞ୍ଜାମ ଜିଲା ସୋର ଦାନ୍ତଲିଙ୍ଗ ତିର୍ଥକ୍ଷେତ୍ରକୁ ଯାଉଥିଲେ। ତେବେ କରଡା ଘାଟିରେ କାରଟି ଭାରସାମ୍ୟ ହରାଇ ପ୍ରାୟ ୨୦୦ ଫୁଟ ତଳକୁ ଖସି ପଡିଥିଲା। ଫଳରେ କାରରେ ଥିବା ଲିଉଦାସ ପରିଚ୍ଛା, ସକିଲ ନାୟକ, ସବିନ୍‌ ଦିଗଲଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ହେଲେ ଆହତମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଉଦ୍‌ବେଗଜନକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri