ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
ଆଡିଲେଡ୍,୨୧ା୧୨: ସ୍ଥାନୀୟ ଆଡିଲେଡ୍ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...
ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...
ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...
