ଆଜିଠୁ ବଉଳା କୁମ୍ଭୀର ଗଣନା

ରାଜନଗର,୬ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ପ୍ରବାହିତ ନଦୀନାଳରେ ଥିବା ବଉଳା କୁମ୍ଭୀରଙ୍କ ଗଣନା ପାଇଁ ବୁଧବାର ବନ କର୍ମଚାରୀମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯାଇଛି। ଗୁରୁବାରଠାରୁ ଆସନ୍ତା ୧୦ ତାରିଖ ଯାଏ କୁମ୍ଭୀର ଗଣନା କରାଯିବ। ୧୧ ତାରିଖରେ ଏହି ଗଣନା ପ୍ରକ୍ରିୟା ଶେଷ ହେବ। ସେଥିପାଇଁ ଜାନୁୟାରୀ ୨ ରୁ ୧୧ ତାରିଖ ଯାଏ ୧୦ଦିନ ଧରି ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି। ଚଳିତବର୍ଷ ପ୍ରଥମଥର ପାଇଁ ପାରମ୍ପରିକ ପଦ୍ଧତି ସହିତ ପଲିଗନ ସର୍ଚ୍ଚ ଆପ୍‌ ବ୍ୟବହାର କରାଯିବ। ଚଳିତ ବର୍ଷ କୁମ୍ଭୀର ଗଣନା ପାଇଁ ୨୨ଟି ଟିମ୍‌ ଗଠନ କରାଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ଭିତରେ ୧୭ଟି ଟିମ୍‌ ଓ ଜାତୀୟ ଉଦ୍ୟାନ ବାହାରେ ୫ଟି ଟିମ୍‌ କୁମ୍ଭୀର ଗଣନା କରିବେ। ବୁଧବାର ଡାଙ୍ଗମାଳଠାରେ କୁମ୍ଭୀର ଗଣନାକାରୀ ବନକର୍ମଚାରୀମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri