ଆକ୍ସନ ନିଶା

କ୍ରିତି ସାନନ୍‌ ମାଇଣ୍ଡ ମେକ୍‌ଅପ୍‌ କରିଛନ୍ତି। ଯାହାହେଲେ ମଧ୍ୟ ସେ ଫାଇଟ୍‌ ଶିଖିବେ। ପୁଣି ଷ୍ଟଣ୍ଟ ଶଟ୍‌ ଦେବାକୁ ମଧ୍ୟ ଅଭ୍ୟାସ କରିବେ। ହେଲେ ହଠାତ୍‌ ତାଙ୍କ ମନରେ ଏଭଳି ଭାବନା କାହିଁକି ଉଦ୍ରେକ ହେଲା? କଥା କ’ଣ କି ନିକଟରେ ସେ ସାଇନ୍‌ କରିଥିବା ଏକ ନୂଆ ସିନେମାରେ ତାଙ୍କୁ ଆକ୍ସନ ଅବତାରରେ ଦର୍ଶକ ଦେଖିବାକୁ ପାଇବେ। ତେଣୁ ଏନେଇ କ୍ରିତି ଅଭ୍ୟାସ ଆରମ୍ଭ କରିଦେଇଛନ୍ତି। ଜଣେ ନାମୀ ଆକ୍ସନ ଟ୍ରେନରଙ୍କ ନିକଟରୁ ସେ ଫାଇଟ୍‌ ଏବଂ ଷ୍ଟଣ୍ଟ ଶିଖୁଛନ୍ତି। ଏ ନେଇ କ୍ରିତି କହନ୍ତି, ‘ମୋ ମତରେ ଜଣେ ସବୁବେଳେ ଗୋଟିଏ ପ୍ରକାର ଭୂମିକାରେ ବାନ୍ଧି ହୋଇ ରହିବା ଠିକ୍‌ ନୁହେଁ। ଯେତେବେଳେ ମୋତେ ଏପରି ଏକ ଭୂମିକା ମିଳିଲା ସେତେବେଳେ ଏହାକୁ ତୁଲାଇ ପାରିବି ବୋଲି ମୋ ମନରେ ଦୃଢ଼ ଧରଣା ଆସିଥିଲା। ଏବେ ମୁଁ ଜଣେ ନାମୀ ଟ୍ରେନରଙ୍କ ନିକଟରେ ଉଭୟ ଫାଇଟ୍‌ ଏବଂ ଷ୍ଟଣ୍ଟ ପ୍ରାକ୍ଟିସ କରୁଛି। ଏକ ସୀମିତ ସମୟ ଭିତରେ ମୋତେ ଏହାକୁ କମ୍ପ୍ଲିଟ୍‌ କରିବାକୁ ପଡିବ।’ ତେବେ ଏପରି ଭୂମିକାରେ କ୍ରିତିଙ୍କୁ ଦର୍ଶକ କେତେ ଗ୍ରହଣ କରୁଛନ୍ତି ତାହା ଫିଲ୍ମଟି ରିଲିଜ୍‌ ପରେ ହିଁ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri