Posted inଜାତୀୟ

ପ୍ରଧାନମନ୍ତ୍ରୀ ଲୋକ ପଠାଇଥିଲେ ଆମେ ଉଠି ଯାଇଥାନ୍ତୁ

ଚଣ୍ଡିଗଡ଼,୬।୧: ପ୍ରଧାନମନ୍ତ୍ରୀ ସେହି ବାଟ ଦେଇ ଯିବେ ଆମକୁ ଜଣା ନ ଥିଲା। ଏ ସମ୍ପର୍କରେ ପୋଲିସ ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ସେମାନଙ୍କ କଥା ଉପରେ ଆମକୁ ବିଶ୍ୱାସ ହେଲା ନାହିଁ। ଆମକୁ ଉଠିବା ପାଇଁ ପ୍ରଧାନମନ୍ତ୍ରୀ କାହାକୁ ପଠାଇବାର ଥିଲା। ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ବାଟ ଓଗାଳିଥିବା ଚାଷୀମାନେ ଏଭଳି କହିଛନ୍ତି।

“ଆମକୁ ଲାଗିଲା ପୋଲିସ ଚାଷୀଙ୍କୁ ରାସ୍ତାରୁ ହଟାଇବା ପାଇଁ ମିଛ କହୁଛି। ସେଠାରେ ପ୍ରଧାନମନ୍ତ୍ରୀଙ୍କ ଓହ୍ଲାଇବା ଲାଗି ଏକ ହେଲିପ୍ୟାଡ୍‌ ନିର୍ମାଣ କରାଯାଇଥିଲା। ଏଣୁ ସେ କ’ଣ ପାଇଁ ରାସ୍ତାରେ ଆସିବେ?” ବୋଲି ବିକ୍ଷୋଭକାରୀ ବଳଦେବ ଜିରା କହିଛନ୍ତି।

ପ୍ରଧାନମନ୍ତ୍ରୀ ବୁଧବାର ଏକ ରାଲିକୁ ସମ୍ବୋଧିତ କରିବା ପାଇଁ ଫିରୋଜପୁର ଯାଉଥିବା ବେଳେ ପଞ୍ଜାବର ଭଠିଣ୍ଡା ଏକ ଫ୍ଲାଏଓଭରରେ ୨୦ ମିନିଟ୍‌ ଧରି ଫସି ରହିଥିଲେ। ଏଭଳି ଢ଼ିଲା ସୁରକ୍ଷା ବ୍ୟବସ୍ଥା କାରଣରୁ ଭାଜପା ଏବଂ କଂଗ୍ରେସ ମଧ୍ୟରେ ରାଜନୈତିକ ବିବାଦ ଦେଖାଦେଇଛି। ସୁପ୍ରିମକୋର୍ଟରେ ଏହି ଘଟଣା ପହଞ୍ଚିଥିବା ବେଳେ ପଞ୍ଜାବ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଫିରୋଜପୁର ଡେପୁଟି କମିଶନରଙ୍କ ଅଫିସ ଆଗରେ ବିକ୍ଷୋଭ
କରିବା ପାଇଁ ଚାଷୀମାନେ ଯାଉଥିଲେ। ପ୍ରଧାନମନ୍ତ୍ରୀଙ୍କ ରାଲି ଲାଗି ଚାଷୀଙ୍କୁ ଫିରୋଜପୁର ଛାଡ଼ି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri