ପ୍ରକାଶ ପାଇଲା ଜିଲା ପରିଷଦ ଅଧ୍ୟକ୍ଷ ଚୂଡାନ୍ତ ସଂରକ୍ଷଣ ତାଲିକା

ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଜିଲା ପରିଷଦ ଅଧ୍ୟକ୍ଷ ପଦବୀର ଚୂଡାନ୍ତ ସଂରକ୍ଷଣ ତାଲିକା ଶନିବାର ପ୍ରକାଶ ପାଇଛି। ଏ ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ସଂରକ୍ଷଣ ତାଲିକା ପ୍ରକାଶ କରିଯାଇଛି। ଅନୁସୂଚିତ ଜାତି/ଜନଜାତି ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ପଞ୍ଚାୟତିରାଜ ବିଭାଗ ତରଫରୁ ମୋଟ ୪୦ଟି ଜିଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ସେଥିମଧ୍ୟରୁ ୧୫ଟି ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଅନୁସୂଚିତ ଜନଜାତି ପାଇଁ ୭ ଜିଲା ପରିଷଦ ପଦବୀ ସଂରକ୍ଷିତ ରହିଛି। ଏହାର ସଂରକ୍ଷିତ ୪ ଅଧ୍ୟକ୍ଷ ପଦ ମହିଳାଙ୍କୁ ମିଳିବ। ସେହିପରି ଅନୁସୂଚିତ ଜାତିଙ୍କ ପାଇଁ ୫ ଅଧ୍ୟକ୍ଷ ପଦବୀ ସଂରକ୍ଷିତ ଥିବା ବେଳେ ସଂରକ୍ଷିତ ୩ ଅଧ୍ୟକ୍ଷ ପଦ ମହିଳାଙ୍କୁ ଦିଆଯିବ। ସଂରକ୍ଷିତ ନ ଥିବା ଆଉ ୮ଟି ଜିଲା ପରିଷଦରେ ମହିଳା ଅଧ୍ୟକ୍ଷ ରହିବେ। ୧୦ଟି ଜିଲା ପରିଷଦ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri