ଏଇ ଭାରତରେ

ପଶ୍ଚିମବଙ୍ଗର ସୁନ୍ଦରବନରେ ସଂକ୍ରମିତଙ୍କ ଚିକିତ୍ସା ଲାଗି ଆବଶ୍ୟକ ଅକ୍ସିଜେନ ଯୋଗାଇବାରେ ଲାଗିଛନ୍ତି ସୌମିତ୍ର ମଣ୍ଡଳ। ବଡ଼କଥା ହେଉଛି, ସୁନ୍ଦରବନରେ ଥିବା ୯ଟି ଦ୍ୱୀପାଞ୍ଚଳରେ ରାସ୍ତା ଭଲ ନ ଥିତ୍ବାରୁ ସେଠାକାର ପୀଡ଼ିତଙ୍କ ନିକଟରେ ସେ ସାଇକେଲରେ ନେଇ ଅକ୍ସିଜେନ ପହଞ୍ଚାଉଛନ୍ତି। ସେଥିପାଇଁ ତାଙ୍କୁ ସୁନ୍ଦରବନର ଅକ୍ସିଜେନ ମଣିଷ କୁହାଯାଉଛି। ମଣ୍ଡଳଙ୍କ ବୟସ ୨୯ ଓ ସେ ଏକୁଟିଆ ସାଇକେଲରେ ଦୁର୍ଗମ ଅଞ୍ଚଳର ଗାଁ ଗାଁ ବୁଲି ଲୋକଙ୍କୁ ଓ୍ୟଷଧ ଓ ଅକ୍ସିଜେନ ଠିକ୍‌ ସମୟରେ ଦେଉଛନ୍ତି। ସେ ସାମାଜିକ କର୍ମୀ ଓ ଏନ୍‌ଜିଓଗୁଡ଼ିକଠାରୁ ଅକ୍ସିଜେନ ସିଲିଣ୍ଡର ସଂଗ୍ରହ କରୁଛନ୍ତି। ସ୍ଥାନୀୟ ପ୍ରଶାସନ ମଧ୍ୟ ତାଙ୍କୁ ଏ ଦିଗରେ ସହଯୋଗ କରୁଛି। ଶିକ୍ଷା ଶେଷ କରି ପ୍ରଥମେ ସେ ନିଜ ଗାଁ ଗୋସାବାର ସରକାରୀ ସ୍କୁଲରେ ଅସ୍ଥାୟୀ ଶିକ୍ଷକ ଭାବେ ଯୋଗ ଦେଇଥିଲେ। ସେଥିତ୍ରେ ସ୍ଥାୟୀ ଶିକ୍ଷକ ନିଯୁକ୍ତ ହେବା ପରେ ୨୦୧୯ରେ ସେ ଚାକିରି ହରାଇଥିଲେ। ପରେ ସେ ପିଲାମାନଙ୍କୁ ମାଗଣାରେ ଟ୍ୟୁଶନ କରିବା ସହ ଏହି କାର୍ଯ୍ୟ ଆରମ୍ଭ କରିଥିଲେ, ଯାହାକୁ ଏଯାବତ୍‌ ସେ ଚାଲୁ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri