‘ମୋ ରୋଜଗାରଠାରୁ ତୁମ କାର୍‌ ଦାମ୍‌ ଅଧିକ’

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମାଙ୍କୁ ସମସ୍ତେ ଜାଣିଛନ୍ତି। ବଲିଉଡ୍‌ର ବଡ଼ ବଡ଼ କଳାକାରମାନେ ମଧ୍ୟ ସେମାନଙ୍କ ଫିଲ୍ମର ପ୍ରମୋଶନ ପାଇଁ କପିଲଙ୍କ ଶୋ’ରେ ପହଞ୍ଚିଥାନ୍ତି। ସୋସିଆଲ ମିଡିଆରେ କପିଲଙ୍କର ଲକ୍ଷଲକ୍ଷ ପ୍ରଶଂସକ ଅଛନ୍ତି। ସମସ୍ତଙ୍କୁ ସବୁବେଳେ ହସାଉଥିବା କପିଲ ନିକଟରେ ଏକ ସାକ୍ଷାତକାରରେ ତାଙ୍କ ସଂଘର୍ଷର ଦିନଗୁଡ଼ିକ ବିଷୟରେ କହିଥିଲେ। ସେ ତାଙ୍କ ସ୍ତ୍ରୀ ଗିନ୍ନି ଏବଂ ସେମାନଙ୍କ ପ୍ରେମ କାହାଣୀ ବିଷୟରେ କହିଥିଲେ। ଜାଣନ୍ତୁ ସେ ସମ୍ପର୍କରେ…

କପିଲ କହିଥିଲେ, ଯେତେବେଳେ ମୁଁ ଗିନ୍ନିଙ୍କୁ ଭେଟିଲି, ସେ ମୋ’ ଠାରୁ ତିନିରୁ ଚାରି ବର୍ଷ ସାନ ଥିଲେ। ସେତେବେଳେ ମୁଁ କଳାରେ ପିଜି ଡିପ୍ଲୋମା କରୁଥିଲି। ଜଳନ୍ଧର କଲେଜରୁ ସ୍ନାତକ ହାସଲ କରିଥିଲି। ଯେଉଁ ସମୟରେ ମୋ ପାଖରେ ଅର୍ଥର ଅଭାବ ଥିଲା। ସେଥିପାଇଁ ପକେଟ ମନି ବାହାର କରିବା ପାଇଁ ଥିଏଟର କରୁଥିଲି। ଏହି କାରଣରୁ ମୁଁ ଗୋଟିଏ କଲେଜରୁ ଅନ୍ୟ କଲେଜକୁ ଯାଉଥିଲି। ଗିନ୍ନି ବହୁତ ଭଲ ଛାତ୍ରୀ ଥିଲେ। ତେଣୁ ମୁଁ ତାଙ୍କୁ ମୋର ସହାୟକ କରିବାକୁ ସ୍ଥିର କଲି। ଯେତେବେଳେ ସେ ଜାଣିବାକୁ ପାଇଲେ ଯେ ଗିନ୍ନି ତାଙ୍କୁ ପସନ୍ଦ କରନ୍ତି, ସେତେବେଳେ ମୁଁ ତାଙ୍କୁ କହିଲି ଆପଣ ଆସୁଥିବା କାର୍‌ଟି ମୋ ପରିବାର ରୋଜଗାରଠାରୁ ଅଧିକ ଅଟେ। ସେଥିପାଇଁ ଆମର ସମ୍ପର୍କ ହୋଇପାରିବ ନାହିଁ। ଯାହା ହେଉ ପରେ ଭଗବାନଙ୍କ ନିର୍ଦ୍ଦେଶ ଥିବାରୁ ଗିନ୍ନି ଆଜି ତାଙ୍କର ହୋଇପାରିଛନ୍ତି।

୨୦୧୮ ମସିହାରେ କପିଲ ଗିନ୍ନିଙ୍କୁ ବିବାହ କରିଥିଲେ। ୨୦୧୯ରେ ଗିନ୍ନି ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ପରେ ତାଙ୍କର ଆଉ ଏକ ପୁଅ ମଧ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri