ମା’ଙ୍କ ଅନୁମତି ପରେ ହେବ ରଥକାଠ ଚିହ୍ନଟ

ପୁରୀ ଅଫିସ, ୧୦।୧: ଚଳିତ ବର୍ଷ ରଥଯାତ୍ରା ପାଇଁ ଆଜିଠାରୁ ପକ୍ରିୟା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ ନୟାଗଡ଼ର ଦଶପଲ୍ଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ଯାତ୍ରା କରିଛନ୍ତି। ଶ୍ରୀମନ୍ଦିରରୁ ମାଳ ମାହାର୍ଦ୍ଦ, ନଡ଼ିଆ, ପତନୀ, ସିନ୍ଦୁର, ଦୀପ, ନୈବେଦ୍ୟ ନେଇ ସେମାନେ ଯାତ୍ରା କରିଛନ୍ତି।ଏହି ଦଳରେ ରଥ ନିର୍ମାଣର ବରିଷ୍ଠ ତତ୍ତ୍ବାବଧାରକ ସୁଦର୍ଶନ ମେକାପ, ରଥ ଅମିନ, ଭୋଇ ସର୍ଦ୍ଦାର ରବି ଭୋଇ ରହିଛନ୍ତି। ମଙ୍ଗଳବାର ବଡ଼ରାଉଳ ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଠାକୁରାଣୀଙ୍କ ଅନୁମତି ନେଇ ରଥକାଠ ଚିହ୍ନଟ ପକ୍ରିୟା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri