Posted inଫୁରସତ

ବିବାହ ମଣ୍ଡପରେ କନ୍ୟାଙ୍କ ଓଢଣା କାଢିଲେ ବର, ପ୍ରତିକ୍ରିୟା ଦେଖି….

ଆଜିକାଲି ବିବାହ ଋତୁ ଚାଲିଛି। ବିବାହର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନିକଟରେ ବିବାହର ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଜଣେ ବର ପ୍ରଥମଥର କନ୍ୟାଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଇଥିଲେ,ଯାହା ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଥିଲା।
ସାଧାରଣତଃ ବିବାହ ଦିନ ବର ହେଉ କି କନ୍ୟା, ସମସ୍ତେ ସୁନ୍ଦର ଦେଖାଯିବାକୁ ସ୍ବପ୍ନ ଦେଖନ୍ତି। ସମସ୍ତେ ଚାହାନ୍ତି ତାଙ୍କ ସ୍ବପ୍ନର ରାଜକୁମାର/ରାଜକୁମାରୀ ବିବାହ ଦିନ ସୁନ୍ଦର ଦେଖାଯାନ୍ତୁ। ଇଣ୍ଟରନେଟରେ ଭାଇରାଲ ହେଉଥିବା ଭିଡିଓରେ ବର ଜଣଙ୍କ ମଧ୍ୟ ନିଜ କନ୍ୟାଙ୍କୁ ଦେଖିବାକୁ ବହୁତ ଉତ୍ସାହିତ ଥାନ୍ତି। କନ୍ୟାକୁ ବିବାହ ମଣ୍ଡପକୁ ଆସିବା କ୍ଷଣକୁ ସେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। କନ୍ୟା ଆସିବା କ୍ଷଣି ବର ତାଙ୍କ ଓଢଣା କାଢି ଦେଖିବା ପରେ ଏମିତି ଲାଜେଇ ଯାନ୍ତି ତାହା ଦେଖି ଉପସ୍ଥିତ ଲୋକଙ୍କ ନଜର ଉଭୟଙ୍କ ଉପରେ ଅଟକି ଯାଏ। ବର କନ୍ୟାକୁ ଦେଖିବା ମାତ୍ରେ ନିଜକୁ ନିୟନ୍ତ୍ରଣ କରି ନ ପାରି ଖୁସିରେ ମଞ୍ଚରେ ନାଚିବା ଆରମ୍ଭ କଲା।
ଏହି ଭିଡିଓଟି ଇନଷ୍ଟାଗ୍ରାମରେ Garrysandhu_fan_club ନାମକ ଏକ ଆକାଉଣ୍ଟ ଦ୍ୱାରା ଅପଲୋଡ ହେବା ମାତ୍ରେ ଲୋକମାନେ ଏହାକୁ ବହୁତ ପସନ୍ଦ କରିଥିଲେ। ସାତ ଲକ୍ଷ ୪୨,୦୦୦ ରୁ ଅଧିକ ଲୋକ ଏହି ଭିଡିଓକୁ ପସନ୍ଦ କରୁଥିବାବେଳେ ଏହା ୧.୫ କୋଟିରୁ ଅଧିକ ଥର ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri