କରୋନା ତୃତୀୟ ଲହର: ଦେଶରେ ପ୍ରଥମଥର ୨୪ ଘଣ୍ଟାରେ ୨ ଲକ୍ଷ ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୩ ।୧: କରୋନାର ତୃତୀୟ ଲହର ଦେଶରେ ତାଣ୍ଡବ ରଚୁଥିବା ସମୟରେ ପ୍ରଥମଥର ଲାଗି ଗତ ୨୪ ଘଣ୍ଟାରେ ଗୁରୁବାର ୧୨ଟା ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୨,୪୫,୫୨୫ ଥିବା ଜଣାପଡିଛି । ଏହାସହ ୩୭୯ଜଣଙ୍କ ମୃତ୍ୟୁ ହୋଇଛି । ଏହି ସମୟରେ ୮୪,୪୭୯ଜଣ ସୁସ୍ଥ ହୋଇଛନ୍ତି । ଏପଟେ ସଂକ୍ରମିତଙ୍କ ସଂଖ୍ୟାରେ ୧,୬୦,୬୬୭ ବୃଦ୍ଧି ହୋଇଛି । ଏବେ ଆକ୍ଟିଭ ମାମଲା ରହିଛି ୧୧,୦୯୮,୦୫ । ଏବେ ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ୩କୋଟି ୬୩ ଲକ୍ଷ ୧୫ ହଜାର ୯୭ ଲୋକ କରୋନା ମହାମାରୀ ଦ୍ୱାରା ସଂକ୍ରମିତ ହୋଇ ସାରିଲେଣି । ଏମାନଙ୍କ ମଧ୍ୟରୁ ୩ କୋଟି ୪୭ ଲକ୍ଷ ୦୬ହଜାର ୫୩୫ ଜଣ କରୋନାକୁ ହରାଇ ସାରିଲେଣି । ସେହିପରି ୪ଲକ୍ଷ ୮୫ ହଜାର ୦୩୬ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ...

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ...

ମୋଦିଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ପ୍ରଖ୍ୟାତ କମେଡିଆନ

ନୂଆଦିଲ୍ଲୀ,୨।୫: ପ୍ରଖ୍ୟାତ ହାସ୍ୟ ଅଭିନେତା ଶ୍ୟାମ ରଙ୍ଗିଲା ମଧ୍ୟ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବାରାଣସୀର ଜଣେ ସ୍ବାଧୀନ...

ହିଟ ଓ୍ବେଭ ପାଇଁ ବଢିଲା ଭୋଟିଂ ଟାଇମ

ନୂଆଦିଲ୍ଲୀ,୨।୫: ଗୋଟିଏ ପଟେ ଦେଶରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟପଟେ ଗ୍ରୀଷ୍ମ ପ୍ରବାହ ଶୀର୍ଷରେ ରହିଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri