ଆଜି ୧୪ ଜିଲାକୁ କୁଆପଥର ବର୍ଷା

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏଥିସହ କୁଆପଥର ମାଡ଼ ହେଉଛି। ୧୫ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କନ୍ଧମାଳ, ବଲାଙ୍ଗୀର ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଉତ୍ତର ଓଡ଼ିଶା ଉପକୂଳରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି। ମଙ୍ଗଳବାର ରାତିରୁ ବୁଧବାର ସକାଳ ସାଢ଼େ ୮ ଭିତରେ କନ୍ଧମାଳର ଜି ଉଦୟଗିରିରେ ସର୍ବାଧିକ ୭୨.୪ମିମି ବର୍ଷା ରେକର୍ଡ କରାଯାଇଛି। ଗୁରୁବାର କନ୍ଧମାଳ, ବୌଦ୍ଧ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଆଦି ୬ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିସହିତ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୟାଗଡ଼, କଟକ ଓ ଗଞ୍ଜାମ ଆଦି ୧୪ ଜିଲାରେ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଲାକୁ ୟେଲୋ ଓ୍ବାନିର୍ଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri