କରୋନାର ଲମ୍ଫ: ଆଜି ୧୦ହଜାର ଉପରେ ସଂକ୍ରମଣ, ଅଛନ୍ତି ୮୭୨ ପିଲା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ରେକର୍ଡସ୍ତରରେ ପହଞ୍ଚିଲା କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୦୫୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୫,୮୩୩ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୨୨୬ ଲୋକାଲ କେସ୍‌ ରହିଛି। ସେହିଭଳି ସଂକ୍ରମିତଙ୍କ ମଧ୍ୟରେ ୮୭୨ଜଣ ପିଲା ରହିଛନ୍ତି। ଏନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପଜିଟିଭ୍‌ ସଂଖ୍ୟାକୁ ଦେଖିଲେ ଖୋର୍ଦ୍ଧାରୁ ସର୍ବାଧିକ ୩,୧୮୮ ଥିବା ବେଳେ ଅନୁଗୋଳରୁ ୪୬,ବାଲେଶ୍ୱରରୁ ୨୭୮, ବରଗଡ଼ରୁ ୭୬, ଭଦ୍ରକ ୧୩୮, ବଲାଙ୍ଗୀରରୁ ୨୧୬, ବୌଦ୍ଧରୁ ୧୫, କଟକରୁ ୮୭୦, ଦେଓଗଡ଼ରୁ ୧୮, ଢ଼େଙ୍କାନାଳରୁ ୫୦, ଗଜପତିରୁ ୮୨, ଗଞ୍ଜାମରୁ ୧୫୪, ଜଗତସିଂହପୁରରୁ ୧୪୨, ଯାଜପୁରରୁ ୨୧୨, ଝାରସୁଗୁଡ଼ାରୁ ୨୧୯, କଳାହାଣ୍ଡିରୁ ୧୨୩, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୧୦୯, କୋରାପୁଟରୁ ୧୫୫, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୪୨୩, ନବରଙ୍ଗପୁରରୁ ୧୨୨, ନୟାଗଡ଼ରୁ ୧୦୨, ନୂଆପଡ଼ାରୁ ୬୬, ପୁରୀରୁ ୨୭୨, ରାୟଗଡ଼ାରୁ ୧୩୧, ସମ୍ବଲପୁରରୁ ୫୭୦, ସୋନପୁରରୁ ୧୦୬, ସୁନ୍ଦରଗଡ଼ରୁ ୧୩୪୮ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୭୨୪ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ୍‌ କରୋନା କେସ୍‌ ୪୪, ୩୪୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri