ବାବା ଆଖଣ୍ଡଳମଣିଙ୍କ ପାଖରେ ଲାଗିହେଲା ମକର ପୋଡ଼ପିଠା

ଆରଡ଼ି,୧୪ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଶୁକ୍ରବାର ମକର ସଂକ୍ରାନ୍ତିରେ ବାବା ଆଖଣ୍ଡଳମଣିଙ୍କ ପାଖରେ ମକର ପୋଡ଼ପିଠା ଲାଗି କରାଯାଇଛି । ଭୋର ୫ଟାରେ ମନ୍ଦିର ପହୁଡ଼ ଖୋଲା ଯିବା ପରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ବାବାଙ୍କ ସ୍ନାନକୃତ୍ୟ କରାଯାଇ ଦିଗମ୍ବର ବେଶ ସମ୍ପନ୍ନ ହୋଇଥିଲା । ପହିଲି ଭୋଗରେ ବାବାଙ୍କୁ ମକର ପୋଡ଼ପିଠା ଅର୍ପଣ କରାଯାଇଥିଲା। କରୋନା ସଂକ୍ରମଣ ଯୋଗୁ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ସେବାୟତମାନେ କଟକଣାରେ ସମସ୍ତ ନୀତିକାନ୍ତି ସମ୍ପନ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ...

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri