ଗାଁରେ ନାହିଁ ନେଟୱର୍କ

କେନ୍ଦୁଝର, ୧୮।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟଓ୍ବାର୍କ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ବଣପାହାଡ଼ ଘେରା ଏହି ଦୁର୍ଗମ ଅଞ୍ଚଳରେ ଅନଲାଇନ ପାଠପଢା ଏବଂ ପରୀକ୍ଷା ବାଧାପ୍ରାପ୍ତ ହୋଇଛି। ଅନଲାଇନରେ ପାଠ ପଢିବା ପାଇଁ ୫/୬ କି.ମି. ଚାଲି ଚାଲି ଉଚ୍ଚ ଜାଗାକୁ ଯିବାକୁ ପଡୁଛି। ତାଳପଦା ପଞ୍ଚାୟତର ଗୁରୁମ, ତାଳପଦା, ଶିମିଳିପାଳ, ରଙ୍ଗମାଟିଆ ଗ୍ରାମରେ ଆଦୌ ଟାୱାର ନାହିଁ। ପଙ୍ଗା ଓ ବଡଖମଣରେ ବିଏସ୍‌ଏନ୍‌ଏଲ ଟାୱାର ଅଛି କିନ୍ତୁ ଇଣ୍ଟରନେଟ ନାହିଁ। ଏହାକୁ ନେଇ ସ୍ଥାନୀୟ ଲୋକେ ତଥା ଛାତ୍ରୀଛାତ୍ର ପୂର୍ବରୁ ଜିଲାପାଳ ଓ ତେଲକୋଇ ବିଡିଓଙ୍କୁ ଜଣାଇଥିଲେ ହେଁ ସମାଧାନ ହୋଇନାହିଁ। ତେଣୁ ସେମାନେ ଏ ନେଇ ସୋମବାର ପୁଣି ଜିଲାପାଳଙ୍କ ନିକଟକୁ ଆସି ଅଭିଯୋଗ କରି ମୋବାଇଲ ଟାୱାର ବସାଇବା ପାଇଁ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ସମାଧାନ ନ ହେଲେ ସେମାନେ ଫେବୃୟାରୀ ୧ରୁ ତେଲକୋଇ ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ କରିବେ ବୋଲି ଛାତ୍ରଛାତ୍ରୀ ମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri