ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରି ନାହାଁନ୍ତି,…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ଆହୁରି ବହୁତ ଦୂରରେ ଅଛି, କିନ୍ତୁ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ ଭୂମିପୂଜା ପାଇଁ କରାଯାଉଥିବା ପ୍ରସ୍ତୁତି ପୂର୍ବରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ ଲାଇନ ଘୂରାଇ ମାରିବା ବନ୍ଦ କରିବା…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ ୬ ୱିକେଟରେ ଜିତି ଟି୨୦ ବିଶ୍ୱକପରେ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି ଫେଡେରେସନ) ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି।…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର ଅପବ୍ୟବହାର କରିଥିବା ସନ୍ଦେହରେ ବ୍ରିଟିଶ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଉଲ୍ଲେଖଯୋଗ୍ୟ ଯେ,…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର ଦଳବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା ମାଗଣା ସୁବିଧା ଦେଶର ବିକାଶରେ ବାଧା ସୃଷ୍ଟି କରୁଥିବା କହିଛନ୍ତି ସର୍ବୋଚ୍ଚ ଅଦାଲତ।…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ ଐତିହାସିକ AI ସମିଟ ମଧ୍ୟରୁ ଗୋଟିଏ ବୋଲି ବର୍ଣ୍ଣନା କରି ୧.୪ ବିଲିୟନ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ ଆଇସିସି ପୁରୁଷ ଟି-୨୦ ବିଶ୍ୱକପରେ ୪୦ ବିଜୟ ରେକର୍ଡ କରିଥିବା ପ୍ରଥମ ଦଳ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର ରାଡାରରେ ୪ ବରିଷ୍ଠ କମାଣ୍ଡରଙ୍କ ସମେତ ପ୍ରାୟ ୩୦୦ ମାଓବାଦୀ ରହିଥିବା ବୁଧବାର…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା କରିଛନ୍ତି। ମଙ୍ଗଳବାର ରାତିରେ ଘଟିଥିବା ଏହି ଘଟଣାରେ ମହିଳାଙ୍କ ସ୍ବାମୀ ବର୍ତ୍ତିଯାଇଥିଲେ ହେଁ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର ଅନେକ ବରିଷ୍ଠ ନେତା ଅଂଶଗ୍ରହଣ କରିଥିଲେ । ତଥାପି, ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri