ଆଜି ରାଜ୍ୟରୁ ୯୮୩୩ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୮୩୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୮୭,୨୯୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫,୬୯୯ ଜଣ ଚିହ୍ନଟ ହୋଇଥିବା ବେଳେ ୪୧୩୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୯୭୨ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୯୪୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରରୁ ୧୧୩୪ ଏବଂ କଟକରୁ ୭୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୧୪, ବାଲେଶ୍ୱର ୨୮୬, ବରଗଡ଼ ୧୭୨, ଭଦ୍ରକ ୧୨୯, ବଲାଙ୍ଗୀର ୨୮୮, ଦେବଗଡ଼ ୪୭, ଢେଙ୍କାନାଳ ୯୫, ଗଜପତି ୮୮, ଗଞ୍ଜାମ୬୯, ଜଗତସିଂହପୁର ୧୫୨, ଯାଜପୁର ୨୫୬, ଝାରସୁଗୁଡ଼ା ୧୬୮, କଳାହାଣ୍ଡି ୧୭୧, କନ୍ଧମାଳ ୯୧, କେନ୍ଦ୍ରାପଡ଼ା ୯୯, କେନ୍ଦୁଝର ୧୬୮, କୋରାପୁଟ ୧୭୪, ମାଲକାନଗିରି ୫୬, ମୟୂରଭଞ୍ଜ ୨୯୫, ନବରଙ୍ଗପୁର ୧୫୬, ନୟାଗଡ଼ ୨୯୨, ନୂଆପଡ଼ା ୧୭୩, ପୁରୀ ୧୪୬, ରାୟଗଡ଼ା ୨୭୪, ସମ୍ବଲପୁରରୁ ୨୦୬ ଏବଂ ସୋନପୁରରୁ ୧୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୫୭୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୮୭,୨୯୫ରେ ପହଞ୍ଚିଥିବା ବେଳେ ୧୦,୮୯,୦୩୩ ଜଣ ସୁସ୍ଥ ହୋଇଛନ୍ତି। ୮୯,୭୦୨ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri