ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ ଦେଶୀମଦ ଭାଟିକୁ ନନ୍ଦପୁର ପୋଲିସ ଭାଙ୍ଗି…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ଆର୍‌ସିବି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି ଘଟଣାକୁ ନେଇ ପୁଣି ଥରେ ଦେଶ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ ଟ୍ରକ ଭାରସାମ୍ୟ ହରାଇ ଏକ ଗଛକୁ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ କରିବାରେ ପୋଲିସ ସକ୍ଷମ ହୋଇଛି ।…

ପାକିସ୍ତାନ ଭୂଗୋଳ ହେବାକୁ ଚାହୁଁଛି ନା ଇତିହାସ? ଭାରତୀୟ ସେନା ମୁଖ୍ୟଙ୍କ ଏମିତି ଧମକ ଶୁଣି…

ନୂଆଦିଲ୍ଲୀ/ଇସଲାମାବାଦ,୧୭ା୫: ରବିବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ବୟାନ ଶୁଣି ପାକିସ୍ତାନ ସେନା ଡରିଯାଇଛି। ଏହା ପରେ ପାକିସ୍ତାନ ଭାରତକୁ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଶିଖିବାକୁ ଅନୁରୋଧ କରିଛି। ଜେନେରାଲ ଦ୍ୱିବେଦୀ ଶନିବାର କହିଥିଲେ ଯଦି ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ…

ତୈଳ ସଙ୍କଟ ମଧ୍ୟରେ ଆଶ୍ୱସ୍ତି: ହର୍ମୁଜ ଦେଇ ଭାରତରେ ପହଞ୍ଚିଲା ୨୦୦୦୦ ଟନ୍‌ର ଏଲ୍‌ପିଜି ଟ୍ୟାଙ୍କର

ନୂଆଦିଲ୍ଲୀ,୧୭ା୫: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ନେଇ ବିଶ୍ୱ ଚିନ୍ତା ମଧ୍ୟରେ ଭାରତକୁ କିଛିଟା ଆଶ୍ୱସ୍ତି ମିଳିଛି। ପ୍ରାୟ ୨୦୦୦୦ ଟନ୍‌ ଏଲପିଜି ବହନ କରୁଥିବା ଟ୍ୟାଙ୍କର୍‌ ‘ସିମି’ ସୁରକ୍ଷିତ ଭାବରେ ଗୁଜରାଟର କଚ୍ଛ ଜିଲାର କାଣ୍ଡଲା…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ ଏବଂ ବିକ୍ରମଗଡ଼ ରେଳ ଷ୍ଟେସନ ମଧ୍ୟରେ ଘଟିଛି। ଅଗ୍ନିକାଣ୍ଡ ଯୋଗୁଁ ଦିଲ୍ଲୀ-ମୁମ୍ୱାଇ ରେଳ…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ ଲୋକମାନେ ଲମ୍ୱା ଲାଇନ୍‌ରେ ପେଟ୍ରୋଲ, ଡିଜେଲ ନେବାକୁ ଅପେକ୍ଷା କରି ରହିଥିବାର ଦୃଶ୍ୟ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନୂଆ ନିୟମ ଅନୁଯାୟୀ, ଦମ୍ପତିମାନେ ତୃତୀୟ ସନ୍ତାନ ଜନ୍ମ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା (Restricted Category)ରେ ସାମିଲ କରିଛନ୍ତି। ଏହାର ଅର୍ଥ ହେଉଛି, ଏଣିକି ଏହି ସବୁ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ ଯୋଗୁଁ ସହରର ଷ୍ଟେଚୁ ନିକଟ ଟେଲିଫୋନ ଭବନ ପାଖରେ ଏକ ଗଛ ଭାଙ୍ଗି…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ ମାସିକ ବଜେଟ ଉପରେ ସବୁଠାରୁ ଅଧିକ ଅନୁଭୂତ ହୁଏ। ଏହି ପୃଷ୍ଠଭୂମିରେ, ଶୁକ୍ରବାର…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗତ କିଛି ବର୍ଷ ମଧ୍ୟରେ ଡକ୍ୟୁମେଣ୍ଟଗୁଡ଼ିକର ପ୍ରାମାଣିକତା ଉପରେ ପ୍ରଶ୍ନ ଉଠିଛି।…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ ଛୁଇଁଛି ମୌସୁମୀ। ଆଣ୍ଡାମାନ ସାଗରରେ ପହଞ୍ଚିବା ପରେ, ମୌସୁମୀ କେରଳ ଉପକୂଳ ଆଡକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri