ସୁକୁମାରଙ୍କ ‘ରଙ୍ଗସ୍ଥଳମ’ର ଆସିବ ହିନ୍ଦୀ ଭର୍ସନ, ଫେବୃୟାରୀରେ ହେବ ରିଲିଜ

ମୁମ୍ବାଇ: ଉତ୍ତର ଭାରତର ଦର୍ଶକଙ୍କ ମନକୁ ଖୁସି କରିବାକୁ ଫିଲ୍ମ ନିର୍ମାତା ‘ରଙ୍ଗସ୍ଥଳମ’ର ହିନ୍ଦୀ ଭର୍ସନ ରିଲିଜ୍ କରିବାକୁ ପ୍ଲାନିଂ କରୁଛନ୍ତି । ୨୦୧୮ରେ ସୁକୁମାରଙ୍କ ଦ୍ୱାରା ନିର୍ଦ୍ଦେଶିତ ଓ ରାମ ଚରଣ, ସାମନ୍ଥା ରୁଥ ପ୍ରଭୁଙ୍କ ଷ୍ଟାରର ‘ରଙ୍ଗସ୍ଥଳମ’ ଫିଲ୍ମ ତେଲଗୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସବୁଠାରୁ ବଡ ସୁପରହିଟ୍ ଫିଲ୍ମ ସାବ୍ୟସ୍ତ ହୋଇଥିଲା । ଏହି ଫିଲ୍ମ ଟଲିଉଡକୁ ନମ୍ବର ୱାନକୁ ନେଇ ଆସିଥିଲା । ଏବେ ଦର୍ଶକେ ତେଲଗୁ ଫିଲ୍ମର ହିନ୍ଦୀ ଭର୍ସନ ଦେଖିବାକୁ ପସନ୍ଦ କରୁଛନ୍ତି । ତେଣୁ ଉତ୍ତର ଭାରତର ଦର୍ଶକଙ୍କ ରୁଚିକୁ ଧ୍ୟାନରେ ରଖି ଏହାର ହିନ୍ଦୀ ଭର୍ସନ ଆଣିବାକୁ ଚିନ୍ତା କରିଛନ୍ତି ମେକର୍ସ । ୨୦୨୨ ଫେବୃୟାରୀରେ ଏହା ରିଲିଜ୍ କରିବାକୁ ଯୋଜନା କରାଯାଇଛି । ଆଲୋଚନା ହେଉଛି କି ଏହି ସମୟ ମଧ୍ୟରେ ବଲିଉଡ୍‌ର କିଛି ଫିଲ୍ମ ରିଲିଜ୍ ହେବାକୁ ନ ଥିବା ବେଳେ ଏମିତି କିଛି ସାଉଥ୍ ମୁଭିର ହିନ୍ଦୀ ରିମେକ କରି ରିଲିଜ୍ କରାଯିବାକୁ ଯୋଜନା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri