ଓମିକ୍ରନରେ ଶେଷ ହେବ ନାହିଁ କରୋନା ସଂକ୍ରମଣ, ଆଗକୁ ଆସିବ ନୂଆ ଭାରିଏଣ୍ଟ!

ନୂଆଦିଲ୍ଲୀ,୨୨ ।୧: ଦ ଲ୍ୟାସେଟର ଏକ ଗବେଷଣା ଅନୁଯାୟୀ, କରୋନା ମହାମାରୀ ଶୀଘ୍ର ଶେଷ ହୋଇଯିବ । ହେଲେ ଭାଇରସର ସଂକ୍ରମଣ ଜାରି ରହିବ । ଗବେଷଣା ଦାବି କରିଛି କି ଓମିକ୍ରନ ସଂକ୍ରମଣ ପରେ କୋଭିଡ ୧୯ ସଂକ୍ରମଣ ପୁଣିଥରେ ଫେରିବ । ହେଲେ ଏହା ମହାମାରୀର ରୂପନେବ ନାହିଁ । ଏହାକୁ ରୋକିବାକୁ ସ୍ୱାସ୍ଥ୍ୟ ପ୍ରଣାଳୀକୁ ବ୍ୟବସ୍ଥିତ କରିବାକୁ ପଡିବ । ହେଲେ କରୋନାର ପ୍ରଥମ ଲହର ବା ଡେଲ୍ଟା ଭାରିଏଣ୍ଟ ସମୟରେ ଯେମିତି ପ୍ରତିବନ୍ଧକ ଲଗାଯାଇଥିଲା ସେସବୁର ଆବଶ୍ୟକତା ପଡି ନ ପାରେ ।
ଆଗକୁ କରୋନା ଭାଇରସ ଦୁର୍ବଳ ହୋଇଯିବ । ଭବିଷ୍ୟତରେ ଏହାର ଭୟାବହତା ଖୁବ୍ କମ୍ ରହିବ । ଏହାସହ ଏହାଠାରୁ ଦୂରେଇ ରହିବାକୁ ନେଇ ଲୋକଙ୍କ ନିକଟରେ ଖୁବ୍ ଜ୍ଞାନ ହୋଇଯାଇଥିବ । କୋଭିଡ ଭ୍ୟାକ୍ସିନର ତୃତୀୟ ଡୋଜ ଆଣ୍ଟିବଡି ସ୍ତରକୁ ବଢାଇବ । ଏହା ଓମିକ୍ରନ ସଂକ୍ରମଣକୁ ବି ନଷ୍ଟ କରିଦେବ ।


Enter your email to get our daily news in your inbox.

All Right Reserved By Dharitri.Com

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ଶେଷ ହେବ ‘ଇନ୍ସପେକ୍ଟର ରାଜ୍‌’ : ମୁଖ୍ୟ ଶାସନ ସଚିବ ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୯।୧୨ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ, ଯୋଜନା ଏବଂ କାର୍ଯ୍ୟକ୍ରମ ଅନେକ ସମୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହୋଇପାରୁନାହିଁ।...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାମ ଜି ବିଲ୍ ପାସ୍ ବିରୋଧରେ ବିରୋଧୀଙ୍କ ରାତିସାରା ଧାରଣା

ନୂଆଦିଲ୍ଲୀ,୧୯ା୧୨: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri