ଏଇ ଭାରତରେ

ପେସାରେ ବ୍ୟବସାୟୀ ହେଲେ ବି ପ୍ରାଣୀ ସୁରକ୍ଷା ଅତୁଲ ସରିନଙ୍କ ନିଶା ପାଲଟିଛି। ଅସହାୟ ଗୋରୁ, କୁକୁର, ବିଲେଇ, ଗଧ, ଛେଳି, ଘୁଷୁରି ଓ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କୁ ଉଦ୍ଧାର କରୁଛନ୍ତି। ଏବେ ସୁଦ୍ଧା ସେ ୧୫,୦୦୦ ପ୍ରାଣୀଙ୍କୁ ଉଦ୍ଧାର କରିସାରିଛନ୍ତି। ଅତୁଲଙ୍କ ବୟସ ୫୮। ରହୁଛନ୍ତି ଉତ୍ତର ଗୋଆର ସିଓଲିମ୍‌ ସହରରେ। ସେ ‘ଓ୍ବେଲଫେୟାର ଫର୍‌ ଆନିମଲ୍ସ’ ଏନ୍‌ଜିଓ ଗଠନ କରି ତା’ ମାଧ୍ୟମରେ ଏହି ଅଭିଯାନ ଚଳାଉଛନ୍ତି। ୨୦୦୮ରେ ସେ ପ୍ରଥମେ ଏକ ଗାଈକୁ ଉଦ୍ଧାର କରିଥିଲେ ଓ ତା’ ନାଁ ଦେଇଥିଲେ ତାରା। ପରେ ଅତୁଲ କେବଳ ୫,୦୦୦ ଗାଈଙ୍କୁ ଉଦ୍ଧାର କରିପାରିଛନ୍ତି। ଉଦ୍ଧାର କରାଯାଇଥିବା ସମସ୍ତ ଜୀବଙ୍କ ଯନତ୍ ନେବା ଲାଗି ସେ ୧୦ ଜଣ କର୍ମଚାରୀଙ୍କୁ ନିଯୁକ୍ତ କରିଛନ୍ତି। ଏହାବାଦ୍‌ କେତେଜଣ ସ୍ବେଚ୍ଛାସେବୀ ବି ତାଙ୍କ ସହ ଏହି କାର୍ଯ୍ୟରେ ସାମିଲ ହୋଇଛନ୍ତି। ପ୍ରାଣୀମାନଙ୍କ ଲାଗି ପ୍ରତି ମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଛି। ଏଥିତ୍ପାଇଁ ସରକାର ମଧ୍ୟ ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri