ଆଉ ୬ ମୁଣ୍ଡ ନେଲା କରେନା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଆଉ ୬ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ଅନୁଗୋଳର ୬୦ ବର୍ଷୀୟ ବୃଦ୍ଧା,ବାଲେଶ୍ୱରର ୬୩ ବର୍ଷୀୟ ବୃଦ୍ଧ, ଭଦ୍ରକର ୩୦ ବର୍ଷୀୟ ଯୁବକ, କଟକର ୮୫ ବର୍ଷୀୟ ବୃଦ୍ଧା, କନ୍ଧମାଳର ୩୨ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼ ଜିଲାର ୬୫ ବର୍ଷୀୟ ବୃଦ୍ଧ ଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଟୁଇଟ୍‌ ଦେଖନ୍ତୁ:


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri