୮୪୧୧ କାଏମ ରହିଲା, ୬୮୦ ଜଣଙ୍କର ପ୍ରାର୍ଥତ୍ପତ୍ର ନାକଚ

କେନ୍ଦୁଝର, ୨୪।୧(ଡି.ଏନ୍‌.ଏ.) କେନ୍ଦୁଝର ଜିଲାରେ ପଞ୍ଚାୟତ ନିର୍ବାଚନରେ ୱାର୍ଡମେମ୍ବର ପଦ ପାଇଁ ୬୩୩୫ ଜଣ, ସରପଞ୍ଚ ପଦ ପାଇଁ ୧୪୫୯ ଜଣ, ପଞ୍ଚାୟତ ସମିତି ସଭ୍ୟ ପଦ ପାଇଁ ୧୧୩୪ ଜଣ ଏବଂ ଜିଲା ପରିଷଦ ସଦସ୍ୟ ପଦ ପାଇଁ ୧୬୩ ଜଣଙ୍କୁ ମିଶାଇ ମୋଟ ୯୦୯୧ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରିଥିଲେ। ନାମାଙ୍କନ ପତ୍ର ଯାଞ୍ଚ ସମୟରେ ୬୮୦ ଜଣଙ୍କର ପ୍ରାର୍ଥୀପତ୍ର ନାକଚ ହୋଇଯାଇଥିବାବେଳେ ୮୪୧୧ ଜଣଙ୍କ ପ୍ରାର୍ଥୀପତ୍ର କାଏମ ରହିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ...

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର...

ସାନମାଛ କାନ୍ଦଣା ଡ୍ୟାମ୍‌ରେ ଜଳାଭାବ

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଟପିଯାଇଥିବା ବେଳେ ବିଭିନ୍ନ ଜଳଭଣ୍ଡାର, ନଦୀନାଳର ଜଳସ୍ତର ହ୍ରାସ ପାଇଛି। ବର୍ଷା ହେଉ ନ...

ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri