ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ ତାଲିକା ଘୋଷଣା କରିଛନ୍ତି। କୋରାପୁଟ ଜିଲା…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ ଶିକ୍ଷକ ଜଣକ ଶିବଶକ୍ତି ନଗର ଲେନ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରି ଗତବର୍ଷ ମେ’ ମାସରେ ଓପିଏସସି…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର ପୁନର୍ବାର ଖୋଲିପାରେ। ପ୍ରକୃତରେ, ଆମେରିକା ଏବଂ…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ୬ ଏପ୍ରିଲର…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ ମେଜର ଜେନେରାଲ ମାଜିଦ ଖାଦେମିଙ୍କ ମୃତ୍ୟୁ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି ।…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ ଉଭାନ ହୋଇଯାଇଥାଏ। ଇରାନ୍‌ ସେହି କଥାକୁ ଏବେ ପ୍ରମାଣିତ କରିଦେଇଛି। ଇସ୍ରାଏଲ ଓ…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା ଆହୁରି ତୀବ୍ର ହୋଇଛି। ଏପ୍ରିଲ ୫ରେ, ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ ଆସିଥିବା ଝିଅଙ୍କ ପାଇଁ ତାଙ୍କ ବାପା ଉତ୍ସବ ପାଳନ କରିଛନ୍ତି, ଯାହା ଅନ୍‌ଲାଇନରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ । ଯାହା ଧିରେ ଧିରେ ଶେଷ ଶେଷ ହେବାକୁ ଯାଉଛି। ଯେଉଁଥିପାଇଁ ଟ୍ରମ୍ପ ପୁଣି ଥରେ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ ପ୍ରବେଶ କରୁନଥିବା କିମ୍ୱା ସେମାନଙ୍କର ଉତ୍ପାଦନ ସୁବିଧାଗୁଡ଼ିକୁ ଆମେରିକାକୁ ସ୍ଥାନାନ୍ତର କରୁନଥିବା କମ୍ପାନୀଗୁଡ଼ିକ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜଧାନୀର କିଛି ଅଞ୍ଚଳରେ ବର୍ଷା ହୋଇଥିବାରୁ ସାମାନ୍ୟ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି ସ୍ଥାନରେ ଆଉ ଖୋଲାରେ ଗ୍ୟାସ ଭର୍ତ୍ତି କରିକି ଆଣିପାରିବେ ନାହିଁ । ସେହିଭଳି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ ପ୍ରତିଫଳିତ କରୁଛି ଯେ ପଡ଼ୋଶୀ ରାଷ୍ଟ୍ରରେ ଭାରତ ପ୍ରତି ଏକ ଅକଥନୀୟ ଭୟ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ ସଂରକ୍ଷଣ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଉଚ୍ଚଶିକ୍ଷା ପାଠ୍ୟକ୍ରମରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri