ପ୍ଲାଷ୍ଟିକ ଚାଉଳ ବଣ୍ଟନ ପ୍ରସଙ୍ଗ: ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ଗଞ୍ଜାମ,୨୭।୧(ଡି.ଏନ୍‌.ଏ.): ଚଳିତ ମାସରେ ରାସନ କାର୍ଡଧାରୀଙ୍କୁ ପ୍ଲାଷ୍ଟିକ ମିଶା ଚାଉଳ ବଣ୍ଟନ କରାଯାଇଥିବା ପୁଇଁତୋଳା ୱାର୍ଡ ନଂ ୮ ର କିଛି ହିତାଧିକାରୀ ଅଭିଯୋଗ କରିଥିଲେ l ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ଚେଇଁ ଉଠିଛି ଜିଲା ପ୍ରଶାସନ l ଏ ନେଇ ଜିଲାପାଳ ବିଜୟ ଅମୃତ କୁଲlଙ୍ଗେ ତଦନ୍ତ ରିପୋର୍ଟ ପ୍ରଦାନ କରିବାକୁ ଜଲା ଯୋଗାଣ ବିଭାଗ ଅଧିକାରୀ (ସିଏସଓ )ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ନିର୍ଦ୍ଦେଶ ପରେ ସିଏସଓ ଗଞ୍ଜାମ ବ୍ଲକ ଯୋଗାଣ ନିରୀକ୍ଷକ (ଏମଆଇ )ସନ୍ତୋଷ ଦାସଙ୍କୁ ଆସନ୍ତା ଦୁଇଦିନ ମଧ୍ୟରେ ଘଟଣାର ସତ୍ୟାସତ୍ୟ ଅନୁଧ୍ୟାନ କରିବାକୁ ପରାମର୍ଶ ଦେଇଛନ୍ତି l ସିଏସଓଙ୍କ ପରାମର୍ଶ ପରେ ବୁଧବାର ଏମଆଇ ଦାସ ୱାର୍ଡ ନଂ ୮ ପୁଇଁତୋଳା ଗ୍ରାମକୁ ଯାଇ ସେଠାର ରିଟେଲରଙ୍କୁ ପ୍ଲାଷ୍ଟିକ ଚାଉଳ ଘଟଣା ସମ୍ପର୍କରେ ପଚରାଉଚରା କରିବା ସହ ଚାଉଳର ମାନ ଯାଞ୍ଚ ନିମନ୍ତେ ଲ୍ୟାବକୁ ପଠାଯିବ ବୋଲି ଏମଆଇ ଦାସ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri