‘ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ କମିବା ଅବସ୍ଥାରେ ଅଛି’

ଭୁବନେଶ୍ବର ୨୮।୧(ବ୍ୟୁରୋ): ରାଜ୍ୟରେ କୋଭିଡ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସେ କହିଛନ୍ତି, ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ କମିବା ଅବସ୍ଥାରେ ଅଛି । ପୂରା ତଳକୁ ଆସିନାହିଁ । ଦ୍ୱିତୀୟତଃ ଟିକାକରଣ ଅଧିକ ଥିବାରୁ ଲୋକଙ୍କଠାରେ କମ୍‌ ଲକ୍ଷଣ ଦେଖାଯାଉଛି । ତେଣୁ ଯେଉଁମାନେ ଟିକା ନେଇନାହାନ୍ତି, ତୁରନ୍ତ ନେଇଯାଆନ୍ତୁ । ରାଜ୍ୟର ଷ୍ଟାଣ୍ଡାର୍ଡ ଓ ପାରାମିଟର ଦେଖି କଟକଣା କୋହଳ ନିଷ୍ପତ୍ତି ନିଆଯିବ । ଯେହେତୁ ଓମିକ୍ରନର ସଂକ୍ରମଣ ହାର ବହୁତ ଅଧିକ, କେତେବେଳେ ବି ବଢ଼ିପାରେ । ତଳକୁ ନ ଆସିବା ଯାଏ ଆମକୁ ଅପେକ୍ଷା କରିବାକୁ ପଡିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri