କୁଇଣ୍ଟାଲ ପିଛା ୮ କେ.ଜି. କଟ୍‌ନୀ

ବଇଣ୍ଡା, ୩୦ା୧(ଡି.ଏନ୍‌.ଏ.)  କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ଲୁହାମୁଣ୍ଡା ସେବା ସମବାୟ ସମିତିରେ ଶନିବାର କୁଇଣ୍ଟାଲ ପିଛା ୮କେ.ଜି. ଧାନ କଟ୍‌ନୀକୁ ନେଇ ଚାଷୀ ଅସେନ୍ତାଷ ଦେଖାଦେଇଛି। ଧାନ ସଂଗ୍ରହ ଦାୟିତ୍ୱରେ ଥିବା ମିଲର ମନଇଚ୍ଛା ଏଭଳି କରୁଥିବା ସେମାନେ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ଉକ୍ତ ସେବା ସମବାୟ ସମିତି ଅଧୀନରେ ଗଁା ବଇଣ୍ଡା, ନୁନୁକାପଶି, ଜାମୁନାଳୀ, ଲୁହାମୁଣ୍ଡା, କଣ୍ଟେଇକୋଳିଆ, ବିଲେଇନାଳି, ପେଡିପଥର ଆଦି ୭ ପଞ୍ଚାୟତର ଚାଷୀ ଧାନ ବିକ୍ରି କରିବା ପାଇଁ ସରକାରୀ ସ୍ତରରେ ଧାର୍ଯ୍ୟ କରାଯାଇଛି। ଅନୁଗୋଳର ଜଣେ ମିଲରଙ୍କୁ ଧାନ କିଣିବାକୁ ଅନୁମତି ଦିଆଯାଇଛି। ଅଦ୍ୟାବଧି ୨୭୯ ଚାଷୀଙ୍କଠାରୁ ୯ ହଜାର ୨୩୫ କୁଇଣ୍ଟାଲ ଧାନ କିଣା ହୋଇଛି। ତେବେ ମଣ୍ଡିରେ ବ୍ୟାପକ ଅନିୟମିତତା ହେଉଛି। ଚାଷୀଙ୍କଠାରୁ ୫ କେ.ଜି.ରୁ ୮ କେ.ଜି. ଲେଖାଏ ଧାନ କଟ୍‌ନୀ କରାଯାଉଛି। ଚାଷୀଙ୍କ ଗଚ୍ଛିତ ଧାନ ବିଳମ୍ବରେ ଉଠାଯାଉଛି। ବିଭାଗୀୟ ଅଧିକାରୀ ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବା ସହ ଧାନକିଣାରେ ହସ୍ତକ୍ଷେପ କରିବା ଲାଗି ବୃଷଭ ପ୍ରଧାନ, ନରେଶ ସାହୁ , ସ୍ବରୂପକାନ୍ତ ପ୍ରଧାନ, ଲକ୍ଷ୍ମଣ ସ୍ବାଇଁ, ବୀରବର ସାହୁ ପ୍ରମୁଖ ଦାବି କରିଛନ୍ତି
ଅନ୍ୟପଟେ ଚାଷୀଙ୍କଠାରୁ ମିଲର କୁଇଣ୍ଟାଲ ପିଛା ୩ କେ.ଜି. ଲେଖାଏ ଧାନ କାଟୁଥିବା ସୋସାଇଟ ସମ୍ପାଦକ ରମେଶ କୁମାର ଦେହୁରୀ ସ୍ପଷ୍ଟୀକରଣ ଦେଇଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri