Posted inଜାତୀୟ

ମ୍ୟାନହୋଲ୍‌ରେ ଖସି ପଡିଲେ ୩ ବର୍ଷର ଶିଶୁ; ମିଳୁନି ସନ୍ଧାନ

ମୁମ୍ବାଇ,୧୧।୭: ଗୁରଗାଓଁର ଆମ୍ବେଦକର ନଗରରେ ବୁଧବାର ରାତିରେ ଜଣେ ୩ ବର୍ଷର ଶିଶୁ ରାସ୍ତାକଡ଼ରେ ଥିବା ମ୍ୟାନହୋଲ୍‌ରେ ଖସି ପଡିଥିବା ପୋଲିସ ସୂଚନା ଦେଇଛି। ବୁଧବାର ରାତି ପ୍ରାୟ ୧୦ଟା ୨୪ରେ ଘର ବାହାରକୁ ଚାଲିଯିବା ବେଳେ ସେଠାରେ ଥିବା ମ୍ୟାନହୋଲ୍‌ରେ ଶିଶୁଟି ଖସି ପଡିଥିଲା। ତେବେ ପରିବାର ଲୋକେ ପ୍ରଥମେ ଏ ବିଷୟରେ ଜାଣି ପାରି ନ ଥିଲେ। ପରେ ନିକଟରେ ଲାଗିଥିବା ସିସିଟିଭି ଦେଖିବା ପରେ ଶିଶୁଟି ମ୍ୟାନହୋଲ୍‌ରେ ଖସି ପଡିଥିବା ଜଣାପଡିଥିଲା। ଏହାପରେ ଅଗ୍ନିଶମ ବାହିନୀ ପିଲାଟିକୁ ଖୋଜିବା ଆରମ୍ଭ କରିଥିଲେ ମଧ୍ୟ ଗୁରୁବାର ସକାଳ ସୁଦ୍ଧା ଶିଶୁଟିର କୌଣସି ସନ୍ଧାନ ମିଳି ନାହିଁ । ଏଥିପାଇଁ ଲୋକେ ବମ୍ବେ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି)କୁ ଦାୟୀ କରିଛନ୍ତି। ବର୍ଷା ଆରମ୍ଭ ହୋଇ ଯାଇଥିଲେ ମଧ୍ୟ ରାସ୍ତାକଡ଼ରେ ଥିବା ନାଳକୁ କାହିଁକି ବିଏମ୍‌ସି ପକ୍ଷରୁ ପୋତା ଯାଇ ନ ଥିଲା ବୋଲି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri