କ୍ରୀଡ଼ା ସଙ୍ଗଠକ ସୁମନ୍ତ ଭୋଇଙ୍କ ପରଲୋକ

ବଲାଙ୍ଗୀର ଅଫିସ,୩୧।୧: ବଲାଙ୍ଗୀରର ବିଶିଷ୍ଟ କ୍ରୀଡ଼ା ସଙ୍ଗଠକ ସୁମନ୍ତ ଭୋଇ (୫୬)ଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି । ବଲାଙ୍ଗୀରରେ କ୍ରୀଡ଼ା କ୍ଷେତ୍ରରେ ଉନ୍ନତି ଦିଗରେ ତାଙ୍କର ବିଶେଷ ଅବଦାନ ରହିଥିଲା । ବଲାଙ୍ଗୀର ଘରୋଇ ବସ୍‌ ମାଲିକ ସଂଘର ସେ ଜଣେ ସକ୍ରିୟ ସଦସ୍ୟ ଥିଲେ । ବିଭିନ୍ନ ସାଂସ୍କୃତିକ, ସାମାଜିକ କାର୍ଯ୍ୟରେ ସେ ସର୍ବଦା ସମ୍ପୃକ୍ତ ରହିଥାନ୍ତି। ବଲାଙ୍ଗୀର ବିଭୂତିପଡା ଶ୍ମଶାନରେ ଶେଷକୃତ୍ୟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri