Posted inଖେଳ

ଅଧିନାୟକ ପଦ ଛାଡିବା ପରେ ପ୍ରଥମଥର ମୁହଁ ଖୋଲିଲେ ବିରାଟ କୋହଲି

ନୂଆଦିଲ୍ଲୀ,୩୧।୧:ନିକଟରେ ବିରାଟ କୋହଲି ଭାରତର ଟେଷ୍ଟ ଦଳର ଅଧିନାୟକତ୍ୱ ଛାଡିଛନ୍ତି। ଏହା ସହିତ ସେ ସମସ୍ତ ତିନୋଟି ଫର୍ମାଟରୁ ଅଧିନାୟକ ପଦ ହରାଇଛନ୍ତି। ବିରାଟଙ୍କ ଏହି ନିଷ୍ପତ୍ତି ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏହା ପଛର କାରଣ ହେଉଛି ବିରାଟ ଭାରତର ସବୁଠାରୁ ସଫଳ ଟେଷ୍ଟ ଅଧିନାୟକ ଥିଲେ ଏବଂ ଅଧିନାୟକ ପଦ ଛାଡିବାକୁ ହଠାତ୍‌ ନିଷ୍ପତ୍ତି ନେବା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଥିଲା। ସୋମବାର ବିରାଟ ନିଜେ ଏଭଳି ନିଷ୍ପତ୍ତି ପଛର କାରଣ ଖୁଲାସା କରିଛନ୍ତି।
ବିରାଟ କହିଛନ୍ତି, ମୁଁ ଜଣେ ଅଧିନାୟକ ଭାବରେ ଯାହା ଚାହୁଁଛି ତାହା ହାସଲ କରିଛି। ମୁଁ ବିଶ୍ୱାସ କରେ ଜଣେ ବ୍ୟାଟ୍ସମ୍ୟାନ ଭାବରେ ମୋର ଭୂମିକା ବର୍ତ୍ତମାନ ଅଧିକ ଗୁରୁତ୍ୱପୂର୍ଣ୍ଣ। ଜଟେ ଲିଡର୍‌ ହେବା ପାଇଁ ଅଧିନାୟକ ହେବା ଆବଶ୍ୟକ ନାହିଁ ବୋଲି ସେ କହିଛନ୍ତି। ଏହି ସମୟରେ ବିରାଟ କୋହଲି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବିଷୟରେ ମଧ୍ୟ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ବିରାଟ କହିଛନ୍ତି, ଯେତେବେଳେ ଏମଏସ ଧୋନୀ ଅଧିନାୟକତ୍ୱ ଛାଡିଥିଲେ, ସେତେବେଳେ ସେ ଦଳର ଏକ ଅଂଶ ଥିଲେ। ଏହା ନୁହେଁ ଯେ ସେ ଜଣେ ଲିଡର୍‌ ନ ଥିଲେ। ସେ ସେହି ସମାନ ବ୍ୟକ୍ତି ଯାହାଙ୍କଠାରୁ ଆମେ ବହୁତ କିଛି ଶିଖିଲୁ। ଅଧିନାୟକ ହେବା ପରେ ମୁଁ ଦଳର ସଂସ୍କୃତି ବଦଳାଇବାକୁ ଚାହୁଁଥିଲି, କାରଣ ଭାରତରେ ପ୍ରତିଭାର ଅଭାବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri