ଅମୃତ ମହୋତ୍ସବ ବଜେଟ୍‌ରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ, ଆୟକର ସୀମା ଅପରିବର୍ତ୍ତିତ…

ନୂଆଦିଲ୍ଲୀ, ୧।୨ : ବଜେଟରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ। ଆୟକର ସୀମାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଏହାର ସ୍ଲାବ୍‌ ପୂର୍ବ ପରି ରହିଛି। ସ୍ବାଧୀନତାର ଅମୃତ ମହୋତ୍ସବ ବଜେଟ୍‌ ନେଇ ସାଧାରଣ ଲୋକ ନିରାଶ ହୋଇଛନ୍ତି। କର୍ପୋରେଟ ଟିକସକୁ ୧୮ ପ୍ରତିଶତରୁ କମାଇ ୧୫ ପ୍ରତିଶତ କରାଯାଇଛି।

କରୋନା ମହାମାରୀରେ ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ହୋଇ ପଡ଼ିଥିବାବେଳେ ସରକାରଙ୍କ ବଜେଟ ନେଇ ଲୋକଙ୍କ ମଧ୍ୟରେ ଯେଉଁ ଆଶା ଥିଲା ତାହା ଶେଷରେ ନିରାଶରେ ପରିଣତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri