Posted inଖେଳ

ଗୋଟିଏ ଭୁଲ୍‌ ପାଇଁ ଆଫଗାନିସ୍ତାନର ସ୍ବପ୍ନ ଧୂଳିସାତ୍‌

ଆଣ୍ଟିଗୁଆ,୨।୨:ଇଂଲଣ୍ଡ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ପ୍ରଥମ ସେମିଫାଇନାଲରେ ସେମାନେ ଡକ ଓ୍ବର୍ଥ-ଲୁଇସ ନିୟମ ଆଧାରରେ ଆଫଗାନିସ୍ତାନକୁ ୧୫ ରନ୍‌ରେ ପରାସ୍ତ କରିଥିଲେ। ଏହା ସହ ଆଫଗାନିସ୍ତାନର ପ୍ରଥମ ଥର ପାଇଁ ଆଇସିସି ବିଶ୍ୱକପ ଫାଇନାଲରେ ପ୍ରବେଶ କରିବାର ସ୍ବପ୍ନ ଧୂଳିସାତ୍‌ ହୋଇଛି। ୨୪ବର୍ଷ ପରେ ଇଂଲଣ୍ଡ ଦଳ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ବର୍ଷା ହେତୁ ମ୍ୟାଚ ୪୭-୪୭ ଓଭର ନିର୍ଦ୍ଧାରିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୪୭ ଓଭରରେ ୬ ଉଇକେଟ୍‌ ହରାଇ ୨୩୧ ସ୍କୋର କରିଥିଲା। ଏହାର ଜବାବରେ ଆଫଗାନିସ୍ତାନର ଦଳ କେବଳ ୯ ଉଇକେଟ୍‌ ହରାଇ ୨୧୫ ରନ ସ୍କୋର କରିପାରିଥିଲା। ଫାଇନାଲରେ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଦ୍ୱିତୀୟ ସେମିଫାଇନାଲ ବିଜେତା ଦଳକୁ ଇଂଲଣ୍ଡ ମୁକାବିଲା କରିବ।
ଆଫଗାନିସ୍ତାନର ଦଳ ପ୍ରଥମ ଥର ପାଇଁ ସେମିଫାଇନାଲରେ ପ୍ରବେଶ କରିଥିଲା ଏବଂ ଅନଭିଜ୍ଞତା ଯୋଗୁ ଦଳ ସେମିଫାଇନାଲରେ ହାରିଥିଲା। ଏହି ମ୍ୟାଚ୍‌ରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରିଥିଲା ଏବଂ ଏକ ସମୟରେ ଆଫଗାନିସ୍ତାନ ୧୩୧ ରନରେ ଇଂଲଣ୍ଡର ୬ ଉଇକେଟ ହରାଇଥିଲା। ଲାଗୁଥିଲା ଆଫଗାନିସ୍ତାନ ଦଳ ଆଜି ଇତିହାସ ସୃଷ୍ଟି କରିବାରେ ସକ୍ଷମ ହେବ। କିନ୍ତୁ ଆଫଗାନିସ୍ତାନ ଦଳ ଏହା କରିପାରି ନ ଥିଲା। ଶେଷ ୧୨ ଓଭରରେ ଆଫଗାନିସ୍ତାନର ବୋଲିଂ ଅତ୍ୟନ୍ତ ଖରାପ ଥିଲା। ତାଙ୍କ ବୋଲରମାନେ ୯୫ ରନ ଦେଇଥିଲେ। ଏହି ଗୋଟିଏ ଭୁଲ ଯୋଗୁ ଦଳର ସ୍ବପ୍ନ ଚୂରମାର୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri