ବଲାଙ୍ଗୀର ଅଫିସ,୨।୨: ବଲାଙ୍ଗୀର ମହିଳା ମହାବିଦ୍ୟାଳୟ ଛକ ନିକଟରେ ଥିବା ପତଞ୍ଜଳି ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ସ୍ଥାନୀୟ ଟାଉନ ଥାନାରେ ଅଭିଯୋଗ ହୋଇଛି । ଦୋକାନ ମାଲିକ ଶିବରାମ ପଣ୍ଡା ଏ ନେଇ ଅଭିଯୋଗ କରିଛନ୍ତି । ମଙ୍ଗଳବାର ରାତିରେ ଶିବରାମ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ବୁଧବାର ସକାଳୁ ଆସି ଦେଖିଲା ବେଳକୁ ଦୋକାନର ତାଲା ଭାଙ୍ଗି ସଟର୍ ଖୋଲା ଯାଇଥିଲା । ଦୋକାନ ଭିତରେ ଦୁଇ ଲକ୍ଷ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଦୋକାନ ମାଲିକ ପଣ୍ଡା ଅଭିଯୋଗ କରିଛନ୍ତି ।
ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍ ଜବତ
ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍ପି...
କ୍ରିକେଟ୍ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍ ଟଳିପଡ଼ିଲେ: ଆଉ ତା’ପରେ…
ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...
ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍ପି
ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...
ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…
ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...
ସର୍ବଭାରତୀୟ ନାଟକ ସମାରୋହ ଉଦ୍ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’
ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...
ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ
ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...
ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ
ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...
ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...
Archives


