ଡାକ୍ତରଖାନାରେ ଲୋକପ୍ରିୟ କମେଡିଆନ୍‌ ସୁନିଲ୍‌; ଦୀର୍ଘ ଜୀବନର କାମନା କରୁଛନ୍ତି ପ୍ରଶଂସକ

ବମ୍ବେ: ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ କମେଡିଆନ୍‌ ସୁନିଲ ଗ୍ରୋଭର। ଡା. ମଶହୁର ଗୁଲାଟି ଏବଂ ଗୁତ୍ଥି ଭଳି ଚରିତ୍ରରେ ଅଭିନୟ କରି ଲକ୍ଷ ଲକ୍ଷ ଦର୍ଶକଙ୍କୁ ଖସର ଖୋରାକ ଯୋଗାଉଥିବା ସୁନିଲ ଅସୁସ୍ଥ ହୋଇପଡ଼ିଛନ୍ତି। ବମ୍ବେର ଏସିଆନ୍‌ ହାର୍ଟ ଇନ୍‌ଷ୍ଟିଚ୍ୟୁଟ୍‌ରେ ତାଙ୍କର ହାର୍ଟ ସର୍ଜରୀ ହୋଇଛି। ଏନେଇ ସିମି ଗରଓ୍ବୋଲ, ଭାଇରାଲ ଭୟାନୀ ପ୍ରମୁଖ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି।

ପ୍ରିୟ କଳାକାରଙ୍କ ସର୍ଜରୀ ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକ ଚିନ୍ତିତ ହୋଇପଡ଼ିଛନ୍ତି। ଲୋକମାନେ ତାଙ୍କର ଦୀର୍ଘ ଜୀବନ ଏବଂ ସୁସ୍ଥ ଜୀବନର କାମନା କରୁଛନ୍ତି। ହସ୍ପିଟାଲ ପକ୍ଷରୁ ସୁନିଲଙ୍କ ସ୍ବାସ୍ଥାବସ୍ଥା ଠିକ୍‌ ରହିଛି। ସେ ଏବେ ବିପଦମୁକ୍ତ। ତାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିଛି ବୋଲି କୁହାଯାଇଛି।

 

View this post on Instagram

 

A post shared by Viral Bhayani (@viralbhayani)


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri