Posted inଖେଳ

ଅନ୍ଧାରରେ ଭାରତ-ଓ୍ବେଷ୍ଟଇଣ୍ଡିଜ ସିରିଜ୍‌

ଅହମ୍ମଦାବାଦ୍‌,୨।୨: ଆସନ୍ତା ୬ ତାରିଖରୁ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଆରମ୍ଭ ହେବାକୁ ଯାଉଥିବା ସୀମିତ ଓଭର ସିରିଜ୍‌ ଉପରେ କଳାବାଦଲ ଦେଖା ଦେଇଛି। ୩ ଖେଳାଳିଙ୍କ ସହ ଭାରତୀୟ ଦଳର ମୋଟ ୬ ସଦସ୍ୟ କୋଭିଡ୍‌-୧୯ରେ ସଂକ୍ରମିତ ଥିବା ଜଣାପଡ଼ିଛି। ବରିଷ୍ଠ ଓପନର ଶିଖର ଧାଓ୍ବନ, ରିଜର୍ବ ଓପନର ରୁତୁରାଜ ଗାଏକ୍ୱାଡ ଓ ମିଡ୍‌ଲ ଅର୍ଡର ବ୍ୟାଟର ଶ୍ରେୟାସ ପଜିଟିଭ ଚିହ୍ନଟ ହୋଇଛନ୍ତି। ଟିମ୍‌ ଇଣ୍ଡିଆର ସମସ୍ତ ସଦସ୍ୟ ଏବେ ବାଧ୍ୟତାମୂଳକ ଆଇସୋଲେଶନରେ ଅଛନ୍ତି।

“୩ ଖେଳାଳି ରୁତୁରାଜ, ଶ୍ରେୟାସ ଓ ଧାଓ୍ବନଙ୍କ ରିପୋର୍ଟ ପଜିଟିଭ ଆସିଛି। କିଛି ନନ୍‌ କୋଚିଂ ସପୋର୍ଟ ଷ୍ଟାଫ ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂଖ୍ୟା ୨ରୁ ୪ ହୋଇପାରେ” ବୋଲି ଜଣେ ବିସିସିଆଇ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ...

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା।...

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ...

ଶନିଙ୍କ ରାଶିରେ ଗ୍ରହମାନଙ୍କର ମହାସଂଯୋଗ: ଜାନୁଆରୀରୁ ବଦଳିବ ଏହି ରାଶିଗୁଡ଼ିକର ଭାଗ୍ୟ

୨୦୨୬ ବର୍ଷର ଆରମ୍ଭ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି। ଜାନୁଆରୀ ମାସ, ଏହାର ଦ୍ରୁତ ଗ୍ରହ ଗତି ଏବଂ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ସହିତ,...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri