Posted inଫୁରସତ

ବ୍ୟକ୍ତି ଜଣକ ମାଙ୍କଡ଼କୁ ଦେଖାଇଲେ ଏମିତି ଯାଦୁ, ଦେଖିକି ବୁଲାଇଲା ମୁଣ୍ଡ, ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଗ୍ଲାସ ଏନକ୍ଲୋଜର ଭିତରେ ବସିଥିବା ମାଙ୍କଡ଼ ସମ୍ମୁଖରେ ଜଣେ ଏକ ପତ୍ର ଧରିଥିବାର ଦେଖିବାକୁ ମିଳୁଛି। ମାଙ୍କଡ଼ଟି ପ୍ରଥମେ ପତ୍ରକୁ ନ ଦେଖି ଭୂମିରେ ପଡ଼ିଥିବା କିଛି ଖାଦ୍ୟ ଉପରେ ନଜର ଦେଇଥିଲେ। କିନ୍ତୁ, ଯେତେବେଳେ ବ୍ୟକ୍ତି ଜଣଙ୍କ ପତ୍ରଟି ଉପରେ ହାତ ବୁଲାଇ ଏହାକୁ ଅଦୃଶ୍ୟ କଲେ ସେତେବେଳେ ମାଙ୍କଡ଼ର ଧ୍ୟାନ ଭାଙ୍ଗିଲା। ଯେତେବେଳେ ବ୍ୟକ୍ତିଜଣଙ୍କ ପତ୍ରକୁ ତା ଆଖି ଆଗରେ ଅଦୃଶ୍ୟ କରିଦେଲେ, ଏହା ଦେଖି ମାଙ୍କଡ଼ ଆଶ୍ଚର୍ଯ୍ୟ ହୋଇଗଲା। ଆଶ୍ଚର୍ଯ୍ୟ ହୋଇ ମାଙ୍କଡ଼ଟି ଦେଖିବାରେ ଲାଗିଲା। ବ୍ୟକ୍ତିଜଣଙ୍କ ପତ୍ରକୁ ପୁନର୍ବାର ଦେଖାଇବାରୁ ମାଙ୍କଡ଼ଟି ତା ପାଟିରେ ହାତ ଦେଇ ଦେଉଛି। ଯେପରି ସେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଯାଉଛି। ମାଙ୍କଡ଼ର ଏହି ମଜାଳିଆ ପ୍ରତିକ୍ରିୟା ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକ ଦେଖି ସାରିଛନ୍ତି। ଏହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri