ର ଉପକାରିତା
ଲବଙ୍ଗର ବ୍ୟବହାର ମଧ୍ୟ ଶରୀର ପାଇଁ ବହୁତ ଉପକାରୀ ହୋଇଥାଏ। କାରଣ ଏଥିରେ ରହିଥାଏ ପ୍ରୋଟିନ୍, କାର୍ବୋହାଇଡ୍ରେଟ୍ସ, ଫାଇବର୍, ପୋଟାସିୟମ୍, ବେଟା କାରୋଟିନ୍ ଭଳି ବହୁ ଗୁଣକାରୀ ଉପାଦାନ। ତା’ଛଡ଼ା ଏଥିରେ ଥିବା ଆଣ୍ଟିସେପ୍ଟିକ୍ ଗୁଣ ପାଇଁ ଆମକୁ ଦାନ୍ତ ଜନିତ ବିଭିନ୍ନ ସମସ୍ୟାରୁ ବି ଅନେକାଂଶରେ ମୁକ୍ତି ମିଳିଥାଏ। ଯେମିତିକି: ଯଦି ପ୍ରତିଦିନ ସକାଳେ ଗୋଟିଏ ଲେଖାଏଁ ଲବଙ୍ଗ ଖିଆଯାଏ, ତା’ହେଲେ ପାଟି ଦୁର୍ଗନ୍ଧ ସମସ୍ୟା ଧୀରେ ଧୀରେ ଦୂରେଇଯାଏ। ଦାନ୍ତ ଦରଜ ହେଉଥିଲେ ଦାନ୍ତ ମୂଳରେ ଲବଙ୍ଗ ତେଲ ଲଗାଇଲେ କିମ୍ବା ଗୋଟା ଲବଙ୍ଗକୁ ଦାନ୍ତରେ ଧୀରେ ଧୀରେ ଚୋବାଇଲେ ଦରଜ ପ୍ରାୟ କମିଯାଇଥାଏ ବୋଲି ବିଶ୍ୱାସ କରାଯାଏ। ଲବଙ୍ଗ ଖାଇଲେ କେବଳ ଯେ ଦାନ୍ତ ଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ ତାହା ନୁହେଁ ଥଣ୍ଡା ଏବଂ ତଣ୍ଟି ଦରଜ କମାଇବାରେ ବି ଏହା ବେଶ୍ ସହାୟକ ହୋଇଥାଏ। ସେହିପରି କୁହାଯାଏ, ସକାଳେ ଖାଲି ପେଟରେ ଅଧ ଗ୍ଲାସ୍ ପାଣିରେ ଗୋଟିଏ ବୁନ୍ଦା ଲବଙ୍ଗ ତେଲ ମିଶାଇ ପିଇଲେ ଗ୍ୟାସ୍ ଜନିତ ସମସ୍ୟାରୁ ମଧ୍ୟ ଅନେକ ସୁଫଳ ମିଳିଥାଏ। ଅନ୍ୟପକ୍ଷେ ଆଣ୍ଠୁଗଣ୍ଠି ଦରଜ ହେଉଥିଲେ, ସେହି ସ୍ଥାନରେ ଲବଙ୍ଗ ତେଲ ଘସିଲେ ମଧ୍ୟ ବହୁ ଆରାମ ଲାଗେ। ଏସବୁ ବ୍ୟତିତ ମଶା କାମୁଡ଼ାରୁ ମୁକ୍ତି ପାଇବା ପାଇଁ ବି ଅନେକେ ଲବଙ୍ଗ ତେଲକୁ ବ୍ୟବହାର କରୁଥିବା ଦେଖିବାକୁ ମିଳିଥାଏ।
Posted inUncategorized View All
RCB-RR ପରେ ଶାହରୁଖ ଖାନଙ୍କ KKR ହେବ ବିକ୍ରି! IPL ୨୦୨୬ ନିଲାମ ପରେ ଆସିଲା ବଡ଼ ଖବର
ନୂଆଦିଲ୍ଲୀ,୧୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ମିନି ନିଲାମ ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅନୁଷ୍ଠିତ ହୋଇଥିଲା। ନିଲାମର ତିନି...
ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ
ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...
କିସ୍ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ...
ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍
ନୂଆଦିଲ୍ଲୀ,୧୭ା୧୨: ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା...
କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ
ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ...
ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…
ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...
ଦମ ଦେଖାଇଲା ଭାରତ, ପାକିସ୍ତାନକୁ ୯୦ ରନରେ ହରାଇଲା
ନୂଆଦିଲ୍ଲୀ,୧୫।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ମ୍ୟାଚରେ, ଭାରତୀୟ ଦଳ ଏକ ଚମତ୍କାର...
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...
Archives


