Posted inଖେଳ

ଆସିଲେ ଗଲେ, ତଥାପି ଛୁଇଁଲେ ମାଇଲଷ୍ଟୋନ

ଅହମ୍ମଦାବାଦ,୪।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ରବିବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି କିଛି ଖାସ କରିପାରି ନ ଥିଲେ। ୩ ବଲରେ ଦୁଇ ଚୌକା ଲଗାଇବା ପରେ ଚତୁର୍ଥ ବଲରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ କୋହଲି। ମ୍ୟାଚ୍‌ରେ ମାତ୍ର ୮ ରନ୍‌ କରିଥିବା ୩୩ ବର୍ଷୀୟ ବ୍ୟାଟର ଏକ ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ସେ ବିଶ୍ୱର ଦ୍ୱିତୀୟ ଖେଳାଳି ଭାବେ ଭାରତ ମାଟିରେ ୫ ହଜାର ଦିନିକିଆ ରନ୍‌ ପୂରଣ କରିଛନ୍ତି।

ମ୍ୟାଚ୍‌ ପୂର୍ବରୁ ତାଙ୍କୁ ଏହି ମାଇଲଷ୍ଟୋନ ଛୁଇଁବା ପାଇଁ ୬ ରନ୍‌ ଦରକାର ଥିଲା। ତାଙ୍କ ପୂର୍ବରୁ ପ୍ରଥମ ଓ ଏକମାତ୍ର ବ୍ୟାଟର ଭାବେ କିମ୍ବଦନ୍ତୀ ବ୍ୟାଟର ସଚିନ ତେନ୍ଦୁଲକର ଭାରତରେ ୫ ହଜାର ରନ୍‌ ପୂରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri