ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ ଇଣ୍ଡିଆ ସିନେ ଏମ୍ପ୍ଲୟିଜ୍‌ (ଏଫ୍‌ଡବ୍ଲ୍ୟୁଆଇସିଇ) ତାଙ୍କୁ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ ସୀମାଞ୍ଚଳ ସାହୁ(୭୦)ଙ୍କର ଏକମାତ୍ର ଝିଅ ଶିଳ୍ପା…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ ସ୍ବାମୀ ଖପରାଖାଇ ଗ୍ରାମରେ ଏକ ରାସ୍ତା…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ ସ୍ଥାନୀୟ ଅସାମାଜିକ ତତ୍ତ୍ୱମାନେ ରାଜନୈତିକ ସଭା,…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା ହୋଇ ମୃତ । ସୂଚନା ଅନୁଯାଇ…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ। ରୁଷିଆ, ସାଉଦି ଆରବ,…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ ଏବଂ ବଣ୍ଟନ ସହିତ ଜଡିତ ନିୟମ ସଂଶୋଧନ କରିଛନ୍ତି, ଯାହା ଦାରା ଗ୍ରାହକମାନଙ୍କୁ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି। କୋଲକାତା ମ୍ୟୁନିସିପାଲ କର୍ପୋରେସନ (କେଏମସି) ନିକଟରେ ବେଆଇନ ନିର୍ମାଣ ସମ୍ପର୍କରେ ତୃଣମୂଳ କଂଗ୍ରେସ…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ”ଓଡ଼ିଶାର ଭିତ୍ତିଭୂମିର ବିକାଶ, ପୁଞ୍ଜିନିବେଶ ସମ୍ପ୍ରସାରଣ ନେଇ ଆଲୋଚନା…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁସାରେ,୨୮ ତାରିଖରେ ସରକାରୀ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ ଝିଅ ତଥା ଅଭିନେତ୍ରୀ ଇଶା ଦେଓଲ ସମାରୋହରେ ଭାବପ୍ରବଣ ଦେଖାଯାଇଥିଲେ। ପୁରସ୍କାର ଗ୍ରହଣ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ ବିଦ୍ରୋହୀ ଗୋଷ୍ଠୀର ଅଂଶ ଥିଲେ। ସୋମବାର ସେମାନେ ତାମିଲନାଡୁ ବିଧାନସଭା ବାଚସ୍ପତି ଜେସିଡି…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ ବିଭିନ୍ନ ରାଜ୍ୟ ବାର୍‌ କାଉନ୍‌ସିଲକୁ ଆଇନଜୀବୀଙ୍କ ଯୋଗ୍ୟତାକୁ ସିଦ୍ଧ କରୁଥିବା ଏକ ଫର୍ମ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri