ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ ଚାଲିଥିବାରୁ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା ଖେଳିଯାଇଥିଲା। ଶନିବାର ସ୍ବର୍ଗତ ଅଧ୍ୟକ୍ଷାଙ୍କ ଛତ୍ରପୁର…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର ହୋଇଛି। ମୃତଦେହ ପଚି ଯାଇଥିବା ବେଳେ…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତର ନେରିଡିବାଲସା ଗ୍ରାମବାସୀଙ୍କ କହିବା ଅନୁସାରେ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି ୩୨୭୬ନମ୍ବର୍‌ ବିଶିଷ୍ଟ ହାଇଓ୍ବା ରାସ୍ତା୍‌କଡ଼ରେ ଥିବା…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଆକ୍ରମଣ କରିଥିବା ଅଭିଯୋଗ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ଆଫଗାନିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି। ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ ପାକିସ୍ତାନ ଶନିବାର କହିଛି। ଡିଲ୍‌ ଚୂଡ଼ାନ୍ତ ହେବା ନେଇ ଉଭୟ ପକ୍ଷ ଆଶାବାଦୀ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି ନ କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ ବିସ୍ଫୋରକ ଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ପ୍ରତିପକ୍ଷ ଭାରତ ବିପକ୍ଷରେ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ଜଣେ ଆମେରିକୀୟ ଅଧିକାରୀ ମଧ୍ୟ ନିଶ୍ଚିତ କରିଛନ୍ତି ଯେ ରାଷ୍ଟ୍ରପତି ଟ୍ରମ୍ପ ମଙ୍ଗଳବାର…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ କରିଛନ୍ତି। କେନ୍ଦ୍ରର ମଡେଲ ଟେନାନ୍ସି ଆକ୍ଟକୁ ଆଧାର କରି ପ୍ରସ୍ତୁତ ଏହି ଚିଠା…

ରେଲେଓ଼୍ବ ଭର୍ତ୍ତି ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ରେଳମନ୍ତ୍ରୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୬: ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ରେଳମନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ, ସଠିକ କରିବା…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି। ବିମାନଟି ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। IAF…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି ଡିସିପି ନିଜ ପ୍ରତିକ୍ରିୟାରେ କହିଛନ୍ତି। ଡିସିପି କହିଛନ୍ତି, ଲାପଟପ, ଟାବଲେଟ ଜବତ ହୋଇଛି,…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ ବାୟୁସେନା ଘାଟିରେ ଅବତରଣ କରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଧକ୍କା ଯୋଗୁ ବିମାନଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live